Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଗ୍ନୋର ନାମଲେଖା ଅବଧି ଚଳିତ ସେପ୍ଟେମ୍ବର ୩୦ ତାରିଖକୁ ବୃଦ୍ଧି
ଆଜିର ଖବର

ଇଗ୍ନୋର ନାମଲେଖା ଅବଧି ଚଳିତ ସେପ୍ଟେମ୍ବର ୩୦ ତାରିଖକୁ ବୃଦ୍ଧି

September 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Admission
ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

ଭୁବନେଶ୍ଵର: ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ  ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃ ପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ପୁନଃ ପଞ୍ଜିକରଣ ପାଇଁ ଅତିରିକ୍ତ ୨୦୦ ଟଙ୍କା ବିଳମ୍ବ ଶୁଳ୍କ ଦେବାକୁ ହେବ। ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.in କୁ ଅନୁସରଣ କରିପାରିବେ। ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in।

ଅଣ୍ଡର ଗ୍ରାଜୁଏଟ (BSCM), (BCOMF), (BAM) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କପାଇଁ  ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି। ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ। ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍  ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ। ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରକୁ ନିମ୍ନଲିଖିତ ଫୋନ କିମ୍ବା ଇ-ମେଲ ଜରିଆରେ ଯୋଗାଯୋଗ କରିବାପାଇଁ ଆଞ୍ଚଳିକ କେନ୍ଦ୍ରର ଅତିରିକ୍ତ ନିର୍ଦ୍ଦେଶକ ଡ଼. ସନ୍ତୋଷ କୁମାର ପାଣିଗ୍ରାହୀ ଜଣାଇଛନ୍ତି।

admission BAM BCOMF BSCM IGNOU
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଢେଙ୍କାନାଳରେ ପ୍ରତିରକ୍ଷା ଉପକରଣ ଉତ୍ପାଦନ କଂପ୍ଲେକ୍ସ ପ୍ରତିଷ୍ଠା ପାଇଁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026
Latest News

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଢେଙ୍କାନାଳରେ ପ୍ରତିରକ୍ଷା ଉପକରଣ ଉତ୍ପାଦନ କଂପ୍ଲେକ୍ସ ପ୍ରତିଷ୍ଠା ପାଇଁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026

ଆଜି ଫେବୃୟାରୀ ୧ ରବିବାରରେ କେତେକ ରାଶିର ଭାଗ୍ୟ ଚମକିବ, ବିଶ୍ବାସ କରିପାରିବେ ନାହିଁ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.