Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୋକାନରେ ଚା’ ପିଉଥିବା ବେଳେ ଆତର୍କିତ ଆକ୍ରମଣ: ଯୁବକ ଗୁରୁତର
ଆଜିର ଖବର

ଦୋକାନରେ ଚା’ ପିଉଥିବା ବେଳେ ଆତର୍କିତ ଆକ୍ରମଣ: ଯୁବକ ଗୁରୁତର

September 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
କର୍ପୋରେଟରଙ୍କ ଘର ଉପରେ ବୋମାମାଡ଼

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ଶାନ୍ତି ନଗର ପ୍ରଥମ ଗଳିର ଅଭିଷେକ ନାହାକ ନାମକ ଜଣେ ଯୁବକଙ୍କୁ କିଛି ଯୁବକ ମାରଣାସ୍ତ୍ରରେ ହାଣି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଗୁରୁତର ଯୁବକ ଜଣଙ୍କ ନିଜ ସାହି ଛକରେ ଗୋଟିଏ ଦୋକାନରେ ଚା’ ପିଉଥିବା ବେଳେ ହଠାତ୍ କିଛି ଯୁବକ ଆସି ତାଙ୍କୁ ଆକ୍ରମଣ କରିଥିଲେ।

ଗୁରୁତର ଯୁବକ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ବେଳେ ତାଙ୍କ ମା ବଡ଼ବଜାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘଟଣାକୁ ନେଇ ପୋଲିସ ଛାନଭିନ୍ ଚଳାଇ ଘଟଣା ର ତଦନ୍ତ ଆରମ୍ଭ କରିଛି।

ଆତର୍କିତ ଆକ୍ରମଣ ବଡ଼ବଜାର ଥାନା ଯୁବକ ଗୁରୁତର
Share. Facebook Twitter LinkedIn Email WhatsApp Copy Link

Related Posts

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025
Latest News

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025

ଭାରତର ଭବିଷ୍ୟତ ଗଢ଼ୁଛି ବାୟୋମେଡିକାଲ୍ ଗବେଷଣା

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.