Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାର୍ବଣ ଋତୁ ପାଇଁ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍‌
ଆଜିର ଖବର

ପାର୍ବଣ ଋତୁ ପାଇଁ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍‌

September 18, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍‌
ପାର୍ବଣ ଋତୁ ପାଇଁ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ଵର: ଆରାମଦାୟକ ଯାତ୍ରା ଅଭିଜ୍ଞତା ସୁନିଶ୍ଚିତ କରିବା ଏବଂ ପାର୍ବଣ ଋତୁରେ ଯାତ୍ରୀଙ୍କ ଅତିରିକ୍ତ ଭିଡ଼ ପରିଚାଳନା କରିବା ପାଇଁ, ଭାରତୀୟ ରେଳବାଇ ନିମ୍ନଲିଖିତ କାର୍ଯ୍ୟସୂଚୀ ଅନୁଯାୟୀ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନଗୁଡ଼ିକ ପରିଚାଳନା କରିବ:

୧. ଝାନ୍ସୀ-ପୁରୀ-ଝାନ୍ସୀ ସାପ୍ତାହିକ ସ୍ୱତନ୍ତ୍ର (୦୧୯୨୯/୦୧୯୩୦)

ଟ୍ରେନ ନମ୍ବର ୦୧୯୨୯ ଝାନ୍ସୀ-ପୁରୀ ସାପ୍ତାହିକ ସ୍ୱତନ୍ତ୍ର ଏକ୍ସପ୍ରେସ ୨୮.୧୧.୨୦୨୫ ପର୍ଯ୍ୟନ୍ତ ପ୍ରତି ଶୁକ୍ରବାର ଦିନ ୧୧:୫୫ ଘଣ୍ଟାରେ ଝାନ୍ସୀରୁ ଛାଡିବ।

ଟ୍ରେନ ନମ୍ବର ୦୧୯୩୦ ପୁରୀ-ଝାନ୍ସୀ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ ୨୯.୧୧.୨୦୨୫ ପର୍ଯ୍ୟନ୍ତ ପ୍ରତି ଶନିବାର ଦିନ ୨୩:୪୫ ଘଣ୍ଟାରେ ପୁରୀରୁ ଛାଡିବ।

ପୂର୍ବ ତଟ ରେଳପଥ ପରିସୀମାରେ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ରହଣି: ଭଦ୍ରକ, ଯାଜପୁର ରୋଡ୍, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ୍ ଏବଂ ପୁରୀ।
କୋଚ୍ ସଁରଚନା: ୨ୟ ଏସି – ,, ୩ୟ ଏସି – ,, ଶୋଇବା – ,, ସାଧାରଣ – ,, ଦ୍ୱିତୀୟ ଶ୍ରେଣୀ ଲଗେଜ୍ କମ ଡିଭିଆଙ୍ଗଜାନ୍ – ୨।

୨. ନାରଙ୍ଗୀ-ଏସଏମଭି ବେଙ୍ଗାଲୁରୁ-ନାରଙ୍ଗୀ (୦୬୫୬୦/୦୬୫୫୯)

ଟ୍ରେନ ନମ୍ବର ୦୬୫୬୦ ନାରଙ୍ଗୀ – ଏସଏମଭି ବେଙ୍ଗାଲୁରୁ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ ୨୯.୧୧.୨୦୨୫ ପର୍ଯ୍ୟନ୍ତ ପ୍ରତି ଶନିବାର ସକାଳ ୦୫:୩୦ ରେ ନାରଙ୍ଗୀରୁ ଛାଡିବ।

ଟ୍ରେନ ନମ୍ବର ୦୬୫୫୯ ଏସଏମଭି ବେଙ୍ଗାଲୁରୁ-ନାରଙ୍ଗୀ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ ୨୫.୧୧.୨୦୨୫ ପର୍ଯ୍ୟନ୍ତ ପ୍ରତି ମଙ୍ଗଳବାର ଦିନ ରାତି ୨୩.୪୦ ରେ ଏସଏମଭି ବେଙ୍ଗାଲୁରୁରୁ ଛାଡିବ।

ପୂର୍ବ ତଟ ରେଳପଥ ପରିସୀମାରେ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ରହଣି: ଭଦ୍ରକ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ୍ ରୋଡ୍, ବିଜୟନଗରମ୍, କୋଟ୍ଟାଭାଲାସା ଏବଂ ଦୁଭୱାଡା।

କୋଚ୍ ସଁରଚନା: ଏହି ଯୋଡ଼ା ଟ୍ରେନ୍‌ରେ ଦ୍ୱିତୀୟ ଏସି-୦୧, ତୃତୀୟ ଏସି-୪, ସ୍ଲିପର୍-୮, ସାଧାରଣ ଦ୍ୱିତୀୟ ଶ୍ରେଣୀ-୬, ଦ୍ୱିତୀୟ ଶ୍ରେଣୀ ସହ ଲଗେଜ୍ (ଦିବ୍ୟାଙ୍ଗଜନ) କୋଚ୍-୦୨ ରହିବ।

ପର୍ବପର୍ବାଣୀର ଚାହିଦା ଏବଂ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏହି ସ୍ୱତନ୍ତ୍ର ଟ୍ରେନ୍ ସେବାଗୁଡ଼ିକ ବ୍ୟବସ୍ଥା କରାଯାଇଛି, ଯାହା ପୂର୍ବତଟ ରେଳବାଇ ଜୋନର ଗୁରୁତ୍ୱପୂର୍ଣ୍ଣ ଷ୍ଟେସନଗୁଡ଼ିକରେ ରହଣି କରିବ।

ପାର୍ବଣ ଋତୁ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026
Latest News

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.