Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେଲା ଓଡ଼ିଶା ପ୍ରୋ-ଟି ୨୦ ଲିଗ୍
ଆଜିର ଖବର

ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେଲା ଓଡ଼ିଶା ପ୍ରୋ-ଟି ୨୦ ଲିଗ୍

September 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
CM inaugurated
CM inaugurated Odisha Pro T20 League

କଟକ: ବଲିଉଡ କଳାକାରଙ୍କ ନାଚଗୀତ, ଆତସବାଜି ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହୋଇଛି ଓଡ଼ିଶା ପ୍ରୋ-ଟି ୨୦ ଲିଗ୍ ବା ଓପିଟିଏଲ୍। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦ୍ଘାଟନ କରି କହିଥିଲେ, ଏହି ଟୁର୍ଣ୍ଣାମେଣ୍ଟରେ ଓଡ଼ିଶାର ଯୁବଶକ୍ତି, ପ୍ରତିଭା ଓ ସଙ୍କଳ୍ପର ପରିପ୍ରକାଶ ଦେଖିବାକୁ ମିଳିଛି। ଟୁର୍ଣ୍ଣାମେଣ୍ଟର ବ୍ରାଣ୍ଡ ଆମ୍ବାସଡର ଭାବେ ପୂର୍ବତନ କ୍ରିକେଟର ଇର୍ଫାନ ପଠାନ ଯୋଗଦେଇ ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି କହିଥିଲେ।

ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା, ବିଧାୟକ ସୌଭିକ ବିଶ୍ବାଳ, ବିଧାୟକ ପ୍ରକାଶ ସେଠୀ, ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ପ୍ରଥମ ଦିନରେ କଟକ ପାନ୍ଥର୍ସ ଓ ଭୁବନେଶ୍ବର ଟାଇଗର୍ସ ମଧ୍ୟରେ ମ୍ୟାଚ୍ ହୋଇଥିଲା। ଟାଇଗର୍ସ ୨୦ ଓଭରରେ ୫ ୱିକେଟରେ ୧୮୮ ରନ୍ କରିଥିଲା। ଜବାବରେ ପାନ୍ଥର୍ସ ୭ ୱିକେଟ ହରାଇ ବିଜୟଲକ୍ଷ୍ୟ ହାସଲ କରିନେଇଥିଲା।

 

CM inaugurated Odisha Pro T20 League ଓଡ଼ିଶା ପ୍ରୋ-ଟି ୨୦ ଲିଗ୍ ବାରବାଟୀ ଷ୍ଟାଡିୟମ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025
Latest News

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Viksit Odisha 2036: ଭୁବନେଶ୍ୱର ଠାରେ ବିକଶିତ ଭାରତ ଓ ବିକଶିତ ଓଡିଶା ସମ୍ମିଳନୀ ଆୟୋଜିତ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.