Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ପୋରେଟରଙ୍କ ଘର ଉପରେ ବୋମାମାଡ଼
ଆଜିର ଖବର

କର୍ପୋରେଟରଙ୍କ ଘର ଉପରେ ବୋମାମାଡ଼

September 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
କର୍ପୋରେଟରଙ୍କ ଘର ଉପରେ ବୋମାମାଡ଼

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀ ନୃସିଂହ ସାହି ସ୍ଥିତ କର୍ପୋରେଟର ସନ୍ତୋଷ କୁମାର ସେଠୀଙ୍କ ଘର ଉପରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ କିଛି ଦୁବୃର୍ତ୍ତ ମୋଟରସାଇକେଲରେ ଆସି ବୋମାମାଡ କରିଥିବା ସିସିଟିଭି ଫୁଟେଜରୁ ଜଣାପଡିଛି। ବୋମାମାଡ଼ରେ ସନ୍ତୋଷଙ୍କ ଘର ବାହାର ପଟେ କିଛି କ୍ଷତି ହୋଇଛି। ବୋମାମାଡ଼ ସମୟରେ ପ୍ରଚଣ୍ଡ ଶବ୍ଦ ଯୋଗୁଁ ସାହିରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଛି।

ଖବର ପାଇ ବଡ଼ବଜାର ଥାନା ଅଧିକାରୀ ବାବା ଶଙ୍କର ସରାଫ୍ ଓ ଅନ୍ୟାନ୍ୟ କର୍ମଚାରୀ ମାନେରେ ପହଞ୍ଚି ସିସିଟିଭି ଫୁଟେଜ ଯାଞ୍ଚ କରି ଅପରାଧୀ ମାନଙ୍କୁ ଚିହ୍ନଟ କରିଥିବା ଜଣାପଡ଼ିଛି। କିଛି ପୁରୁଣା ଅପରାଧୀ ଘଟଣାରେ ସଂପୃକ୍ତ ଥିବା ଜଣାପଡିଛି।

BJP Ads
ବଡ଼ବଜାର ଥାନା ବୋମାମାଡ଼
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଗାନ୍ଧିଛକ ନିକଟସ୍ଥ ସୁନା ଦୋକାନରୁ ଚୋରି ଉଦ୍ୟମ: ଦୁଇ ଗିରଫ

October 31, 2025

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରିୟ ଏକତା ଦିବସ ପାଳିତ

October 31, 2025

ରାଷ୍ଟ୍ରୀୟ ଏକତା ଦିବସ ୨୦୨୫ ଅବସରରେ ‘ରନ୍‍ ଫର୍‍ ୟୁନିଟି’ର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ

October 31, 2025

“ବିକଶିତ ଭାରତ” ଗଠନରେ ଆଦିବାସୀ ଯୁବ ନେତୃତ୍ୱ ହେବ ପ୍ରଗତିର ଭିତ୍ତି: ଡକ୍ଟର ମନସୁଖ ମାଣ୍ଡଭିୟ

October 31, 2025
BJP Ads
Latest News

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025

ବାଲୁଗାଁ ଗାନ୍ଧିଛକ ନିକଟସ୍ଥ ସୁନା ଦୋକାନରୁ ଚୋରି ଉଦ୍ୟମ: ଦୁଇ ଗିରଫ

October 31, 2025

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରିୟ ଏକତା ଦିବସ ପାଳିତ

October 31, 2025

ରାଷ୍ଟ୍ରୀୟ ଏକତା ଦିବସ ୨୦୨୫ ଅବସରରେ ‘ରନ୍‍ ଫର୍‍ ୟୁନିଟି’ର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ

October 31, 2025

“ବିକଶିତ ଭାରତ” ଗଠନରେ ଆଦିବାସୀ ଯୁବ ନେତୃତ୍ୱ ହେବ ପ୍ରଗତିର ଭିତ୍ତି: ଡକ୍ଟର ମନସୁଖ ମାଣ୍ଡଭିୟ

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.