Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରୀଡା କୋଟାରେ ରାଜ୍ୟରୁ ନିଯୁକ୍ତି ପାଇଛନ୍ତି ୧୯୨ ଜଣ ଖେଳାଳୀ, ଉତ୍ତର ରଖିଲେ ମନ୍ତ୍ରୀ
ଆଜିର ଖବର

କ୍ରୀଡା କୋଟାରେ ରାଜ୍ୟରୁ ନିଯୁକ୍ତି ପାଇଛନ୍ତି ୧୯୨ ଜଣ ଖେଳାଳୀ, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୯୨ ଜଣ କ୍ରୀଡାବିତ୍‍ ଖେଳ କୋଟାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରୀ ବିଭାଗ ଓ ସଂସ୍ଥାରେ ନିଯୁକ୍ତି ପାଇଛନ୍ତି । ନିଯୁକ୍ତି ପାଇବାପାଇଁ ଆଉ ୯୨ଜଣ କ୍ରୀଡାବିତ୍‍ ଆବେଦନ କରି ଅପେକ୍ଷାରେ ରହିଥିବା ସୂଚନା ଦେଇଛନ୍ତି ରାଜ୍ୟ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

କ୍ରୀଡା କୋଟାରେ କ୍ରୀଡାବିତ୍‍ମାନଙ୍କ ନିଯୁକ୍ତି ସଂକ୍ରାନ୍ତରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନର ଉତ୍ତରରେ ରାଜ୍ୟ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ ବିଗତ ୫ବର୍ଷରେ ୧୯୨ ଜଣ କ୍ରୀଡାବିତ୍‍ଙ୍କୁ ରାଜ୍ୟ ସରକାରୀ ବିଭାଗ ଓ ଉଦ୍ୟୋଗଗୁଡିକରେ ନିଯୁକ୍ତି ପ୍ରଦାନ କରାଯାଇଛି ।

ନିଯୁକ୍ତି ପାଇଥିବା କ୍ରୀଡାବିତ୍‍ମାନଙ୍କ ମଧ୍ୟରେ ତୀରନ୍ଦାଜ ପୂର୍ଣ୍ଣିମା ହେମ୍ବ୍ରମ, ହକି ଖେଳାଳି ଲିଲିମା ମିଞ୍ଜ୍‍, ରଶ୍ମିତା ମିଞ୍ଜ୍‍ ଓ ନୀଲମ ସଞ୍ଜିବ ସେସ୍‍, ଜଳ କ୍ରୀଡାବିତ୍‍ ସୁମିତ୍ରା ମଲ୍ଲିକ ପ୍ରମୁଖ ରହିଛନ୍ତି । ଏମାନଙ୍କ ସହିତ ଫୁଟବଲ୍‍, କ୍ରିକେଟ, କରାଟେ, ଟାକୋଣ୍ଡ, ଦୃଷ୍ଟିହୀନ ଚେସ. ପାରା ଆଥଲେଟ୍‍, ଭାରଉତ୍ତୋଳନ ଆଦିରେ ସଫଳ କ୍ରୀଡାବିତ୍‍ମାନଙ୍କୁ ନିଯୁକ୍ତି ମିଳିଛି । ନୂତନ ଭାବେ ନିଯୁକ୍ତି ପାଇବାପାଇଁ ୯୨ଜଣ କ୍ରୀଡାବିତ୍‍ ଆବେଦନ କରିଛନ୍ତି ଏବଂ ସେମାନଙ୍କ ଦରଖାସ୍ତଗୁଡିକର ଯାଞ୍ଚ ଚାଲିଛି ।

ଯାଞ୍ଚ ସରିବାପରେ ନିୟମ ଅନୁଯାୟୀ ଯୋଗ୍ୟ କ୍ରୀଡାବିତ୍‍ମାନଙ୍କୁ ନିଯୁକ୍ତି ପ୍ରଦାନ ପାଇଁ ଯଥାଶୀଘ୍ର ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Read More- ICGS ‘Adamya’ Commissioned at Paradip Port, Boosts Maritime Strength

କ୍ରୀଡା କୋଟା କ୍ରୀଡା ନିଯୁକ୍ତି ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.