Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କିପରି ରହିବ ପାଗ?: ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ
ଆଜିର ଖବର

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କିପରି ରହିବ ପାଗ?: ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ

September 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
rain
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କିପରି ରହିବ ପାଗ?: ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଦକ୍ଷିଣ- ଆଭ୍ୟନ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିଥିବାବେଳେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତର ଓଡ଼ିଶା ଏବଂ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗରେ କୌଣସି ପରିବର୍ତ୍ତନ ଘଟିବାର ସମ୍ଭାବନା ନାହିଁ।

Weather Update ଉତ୍ତର ଓଡିଶା ଘଡ଼ଘଡ଼ି ସହ ବର୍ଷା ଦକ୍ଷିଣ- ଆଭ୍ୟନ୍ତର ଓଡ଼ିଶା ପାଗ ଶୁଖିଲା ୟେଲୋ ୱାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026
Latest News

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.