Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସ ଅବସରରେ ଆସନ୍ତାକାଲି ଦେଶର ୭୫ଟି ସହରରେ ଗଣଦୌଡ
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସ ଅବସରରେ ଆସନ୍ତାକାଲି ଦେଶର ୭୫ଟି ସହରରେ ଗଣଦୌଡ

September 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
୭୫ଟି ସହରରେ ଗଣଦୌଡ
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସ ଅବସରରେ ଆସନ୍ତାକାଲି ଦେଶର ୭୫ଟି ସହରରେ ଗଣଦୌଡ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିବସ ଅବସରରେ ଆସନ୍ତା ୨୧ ତାରିଖ ସକାଳ ୭ଟା ସମୟରେ ଦେଶର ୭୫ଟି ସହରରେ ୧୦ ଲକ୍ଷ ଯୁବକଙ୍କୁ ନେଇ ଗଣଦୌଡର ଆୟୋଜନ କରାଯାଇଛି। ଏହି ଗଣଦୌଡର ବାର୍ତ୍ତା ହେଉଛି ‘ନିଶା ମୁକ୍ତ ଭାରତ’। ଏହି କ୍ରମରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଏକ ବିଶାଳ ଗଣଦୌଡର ଆୟୋଜନ କରାଯାଇଛି। ଏହି ଗଣଦୌଡକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଶୁଭାରମ୍ଭ କରିବେ।

ମୁଖ୍ୟମନ୍ତ୍ରୀ ଏହି ଗଣଦୌଡର ଜର୍ସି ଉନ୍ମୋଚନ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଏକ ମହତ ବାର୍ତ୍ତା ନେଇ ଆୟୋଜନ ହେଉଥିବା ଏହି ଗଣଦୌଡରେ ବିପୁଳ ସଂଖ୍ୟକ ଯୁବଗୋଷ୍ଠୀ, ଛାତ୍ରଛାତ୍ରୀ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି।

grand rally Kalinga Stadium Prime Minister's birthday ନରେନ୍ଦ୍ର ମୋଦୀ ନିଶା ମୁକ୍ତ ଭାରତ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୋମନାଥ ସ୍ବାଭିମାନ ପର୍ବ

January 11, 2026

ମିଥ୍ୟା ଦର୍ଶନ ଆଧାରିତ ଚିନ୍ତାଧାରା

January 11, 2026

ତିନି ଦଶନ୍ଧି ଧରି ବିଳମ୍ୱିତ ଥିଲା ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ: ସମାପ୍ତ ହେଲା 90 ପ୍ରତିଶତ କାମ

January 11, 2026

ଆଜି ରାଜକୋଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

January 11, 2026
Latest News

ସୋମନାଥ ସ୍ବାଭିମାନ ପର୍ବ

January 11, 2026

ମିଥ୍ୟା ଦର୍ଶନ ଆଧାରିତ ଚିନ୍ତାଧାରା

January 11, 2026

ତିନି ଦଶନ୍ଧି ଧରି ବିଳମ୍ୱିତ ଥିଲା ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ: ସମାପ୍ତ ହେଲା 90 ପ୍ରତିଶତ କାମ

January 11, 2026

ଆଜି ରାଜକୋଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

January 11, 2026

ପୁରୀ ପୌରପାଳିକାରେ ଯୋଗ୍ୟ ହିତାଧିକାରୀମାନଙ୍କୁନୂଆ ରାସନ କାର୍ଡ ବଣ୍ଟନ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.