Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Chai Pe Charcha: ଭୁବନେଶ୍ବରର ଏକ ଛକର ଚା ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜିର ଖବର

Chai Pe Charcha: ଭୁବନେଶ୍ବରର ଏକ ଛକର ଚା ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Chai Pe Charcha
Chai Pe Charcha: ଭୁବନେଶ୍ବରର ଏକ ଛକର ଚା ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Chai Pe Charcha: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ ଗଣ ଦୌଡ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେଠାରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମେ ଫେୟାର ଛକ ଠାରେ ଥିବା ଏକ ଚା ଦୋକାନ ପାଖରେ ଚା ପିଇବା ସହିତ ସେଠାରେ ଥିବା ଜନସାଧାରଣଙ୍କ ସହିତ କଥାବାର୍ତ୍ତା ହୋଇଥିଲେ।

ଚା ପିଉ ପିଉ ମୁଖ୍ୟମନ୍ତ୍ରୀ, କେତେବେଳେ ବୁଢ଼ୀ ମାଆଟିକୁ ତା’ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝୁଥାନ୍ତି ତ, କେତେବେଳେ ଜଣେ ବୟସ୍କ ବ୍ୟକ୍ତିଙ୍କୁ ସରକାରୀ ସୁବିଧା ବିଷୟରେ ପଚାରି ବୁଝୁଥାନ୍ତି। ପାଖରେ ଥିବା ଛାତ୍ର ଛାତ୍ରୀଙ୍କୁ ମଧ୍ୟ ଭଲ ପାଠ ପଢିବା ଏବଂ ଯୁବ ବର୍ଗଙ୍କୁ ନିଶା ସେବନର ଅପକାରିତା ବିଷୟରେ ବୁଝାଉ ଥାନ୍ତି।

ଏହା ଦେଖିବା ପରେ ସେଠାରେ ଉପସ୍ଥିତ ଲୋକେ ବେଶ ଖୁସି ପ୍ରକଟ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପାଖରେ ପାଇ ନିଜର ଅଭାବ ଅସୁବିଧା ବିଷୟରେ ମଧ୍ୟ ଆଲୋଚନା କରିଥିଲେ। ଏହି ସମୟରେ ତାଙ୍କ ପାଖରେ ଥିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

PM Congratulates Mohanlal on Receiving Dadasaheb Phalke Award

Chai Pe Charcha ଗଣ ଦୌଡ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ସୋମନାଥ ସ୍ୱାଭିମାନ ପର୍ବ’ରେ ଅଂଶଗ୍ରହଣ ପାଇଁ ଦେଶବାସୀଙ୍କୁ ଅମିତ ଶାହଙ୍କ ନିବେଦନ

January 9, 2026

କେବେ ମିଳିବ ପରବର୍ତ୍ତୀ ସୁଭଦ୍ରା ଟଙ୍କା?: ଉପ-ମୁଖ୍ୟମନ୍ତ୍ରୀ କଲେ ଘୋଷଣା

January 9, 2026

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026
Latest News

‘ସୋମନାଥ ସ୍ୱାଭିମାନ ପର୍ବ’ରେ ଅଂଶଗ୍ରହଣ ପାଇଁ ଦେଶବାସୀଙ୍କୁ ଅମିତ ଶାହଙ୍କ ନିବେଦନ

January 9, 2026

କେବେ ମିଳିବ ପରବର୍ତ୍ତୀ ସୁଭଦ୍ରା ଟଙ୍କା?: ଉପ-ମୁଖ୍ୟମନ୍ତ୍ରୀ କଲେ ଘୋଷଣା

January 9, 2026

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.