Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Foreign Tourist: ଗତ ବର୍ଷ ଓଡିଶାକୁ ଆସିଛନ୍ତି ୫୩ ହଜାରରୁ ଅଧିକ ବିଦେଶୀ ପର୍ଯ୍ୟଟକ
ଆଜିର ଖବର

Foreign Tourist: ଗତ ବର୍ଷ ଓଡିଶାକୁ ଆସିଛନ୍ତି ୫୩ ହଜାରରୁ ଅଧିକ ବିଦେଶୀ ପର୍ଯ୍ୟଟକ

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗତ ବର୍ଷ ଓଡିଶାକୁ ଆସିଛନ୍ତି ୫୩ ହଜାରରୁ ଅଧିକ ବିଦେଶୀ ପର୍ଯ୍ୟଟକ, ବିଭିନ୍ନ ରାଜ୍ୟରୁ ୪୪ଲକ୍ଷ

Foreign Tourist: ଓଡିଶାକୁ ଆସୁଥିବା ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ଗତବର୍ଷ ୫୩ ହଜାରକୁ ଅତିକ୍ରମ କରିଯାଇଛି । ଏହା ସର୍ବାଧିକ। ସେହିଭଳି ଅନ୍ୟ ରାଜ୍ୟରୁ ବି ଓଡିଶାକୁ ପ୍ରାୟ ୪୪ଲକ୍ଷ ପର୍ଯ୍ୟଟକ ଆସିଛନ୍ତି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

ମନ୍ତ୍ରୀ ତାଙ୍କ ଉତ୍ତରରେ ଦର୍ଶାଇଛନ୍ତି ଯେ ୨୦୨୨ ମସିହାରୁ ଓଡିଶାକୁ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୦୨୨ରେ ରାଜ୍ୟକୁ ୨୨,୧୨୧ ଜଣ ବିଦେଶୀ ପର୍ଯ୍ୟଟକ ଆସିଥିବାବେଳେ ୨୦୨୩ରେ ଏହି ସଂଖ୍ୟା ୪୫ ହଜାରକୁ ଅତିକ୍ରମ କରିଥିଲା। ୨୦୨୪ରେ ଆସିଥିବା ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ୫୩,୩୦୨ ରହିଥିଲା । ସେହିଭଳି ଅନ୍ୟ ରାଜ୍ୟରୁ ଓଡିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା ବି ଏହି ତିନି ବର୍ଷରେ ବୃଦ୍ଧି ପାଇଛି ।

୨୦୨୨ରେ ଅନ୍ୟ ରାଜ୍ୟରୁ ଓଡିଶାକୁ ୩୧ଲକ୍ଷ ୪୭ହଜାର ପର୍ଯ୍ୟଟକ ଆସିଥିବାବେଳେ ୨୦୨୪ରେ ଏହି ସଂଖ୍ୟା ପ୍ରାୟ ୪୪ଲକ୍ଷ ଥିଲା। ରାଜ୍ୟ ଭିତରର ପର୍ଯ୍ୟଟକମାନେ ମଧ୍ୟ ଏହି ସମୟରେ ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ବହୁ ସଂଖ୍ୟାରେ ଯାଇଥିଲେ। ୨୦୨୨ରେ ଏହି ଧରଣର ପର୍ଯ୍ୟଟକଙ୍କ ସଂଖ୍ୟା ୪୭ଲକ୍ଷ ୨୦ହଜାର ଥିବାବେଳେ ୨୦୨୪ରେ ଏହା ୬୫ଲକ୍ଷ ୯୮ହଜାରକୁ ଅତିକ୍ରମ କରିଥିଲା।

ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩୭୮ଟି ପର୍ଯ୍ୟଟନସ୍ଥଳୀକୁ ରାଜ୍ୟ ସରକାର ଚିହ୍ନଟ କରିଛନ୍ତି ଏବଂ ଏହିସବୁ ପର୍ଯ୍ୟଟନସ୍ଥଳୀ ଏବଂ ଅନ୍ୟାନ୍ୟ ସ୍ଥାନରେ ପର୍ଯ୍ୟଟକମାନଙ୍କ ରହିବାଲାଗି ବ୍ୟବସ୍ଥା ରହିଛି । ସେହିଭଳି ପର୍ଯ୍ୟଟକମାନଙ୍କ ସୁରକ୍ଷା ଲାଗି ୮ଟି ପ୍ରମୁଖ ପର୍ଯ୍ୟଟନସ୍ଥଳୀରେ ସ୍ୱତନ୍ତ୍ର ପର୍ଯ୍ୟଟକ ପୁଲିସ୍‍ ପ୍ରକୋଷ୍ଠ ପ୍ରତିଷ୍ଠା କରାଯାଇ ୭୨ ଜଣ ଟୁରିଷ୍ଟ ପୁଲିସ୍‍ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି।

Vantara Rescue Rangers’ Returns With New Wildlife Adventures for Kids

ଓଡ଼ିଶା ପର୍ଯ୍ୟଟନ ବିଦେଶୀ ପର୍ଯ୍ୟଟକ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ବାଚସ୍ପତିଙ୍କ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀରେ ଯୋଗଦାନ

October 12, 2025

ଉପମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷାତ କଲେ କଟନ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟ

October 12, 2025

କଳିଙ୍ଗ ଷ୍ଟାଡିୟମରେ ୨୮ତମ ଏସୀୟ ଟେବୁଲ ଟେନିସ୍ ଦଳଗତ ଚାମ୍ପିଅନସିପ୍ ଆରମ୍ଭ

October 12, 2025

ମନ୍ଦିରକୁ ଯିବାର ଅନେକ ଲାଭ, ପ୍ରତିଦିନ ପୂଜା କଲେ ମିଳିବ ଏହି ସବୁ ଉପକାର

October 12, 2025
Latest News

ବାଚସ୍ପତିଙ୍କ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀରେ ଯୋଗଦାନ

October 12, 2025

ଉପମୁଖ୍ୟମନ୍ତ୍ରୀ ଙ୍କୁ ସାକ୍ଷାତ କଲେ କଟନ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟ

October 12, 2025

କଳିଙ୍ଗ ଷ୍ଟାଡିୟମରେ ୨୮ତମ ଏସୀୟ ଟେବୁଲ ଟେନିସ୍ ଦଳଗତ ଚାମ୍ପିଅନସିପ୍ ଆରମ୍ଭ

October 12, 2025

ମନ୍ଦିରକୁ ଯିବାର ଅନେକ ଲାଭ, ପ୍ରତିଦିନ ପୂଜା କଲେ ମିଳିବ ଏହି ସବୁ ଉପକାର

October 12, 2025

ଆଜି ଅକ୍ଟୋବର ୧୨ ତାରିଖ ରବିବାରରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଖରାପ ଖବର

October 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.