Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Odisha Anganbadi: ବିଜେପି ସରକାର ଆସିବା ପରେ ରାଜ୍ୟରେ ବଢିଛି ୭୦ଟି ଅଙ୍ଗନବାଡି କେନ୍ଦ୍ର
ଆଜିର ଖବର

Odisha Anganbadi: ବିଜେପି ସରକାର ଆସିବା ପରେ ରାଜ୍ୟରେ ବଢିଛି ୭୦ଟି ଅଙ୍ଗନବାଡି କେନ୍ଦ୍ର

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Anganbadi
Odisha Anganbadi: ବିଜେପି ସରକାର ଆସିବା ପରେ ରାଜ୍ୟରେ ବଢିଛି ୭୦ଟି ଅଙ୍ଗନବାଡି କେନ୍ଦ୍ର

Odisha Anganbadi: ରାଜ୍ୟରେ ଗତ ଦେଢ ବର୍ଷ ମଧ୍ୟରେ ୭୦ଟି ଅଙ୍ଗନବାଡି କେନ୍ଦ୍ର ବଢିଛି । ବର୍ତ୍ତମାନ ରାଜ୍ୟରେ ୭୪,୧୫୪ଟି ଅଙ୍ଗନବାଡି ଥିବାବେଳେ ଏଥିରେ ୪,୮୬,୬୮୫ ଜଣ ମହିଳା ଓ ୨୯,୧୪,୭୬୬ ଜଣ ଶିଶୁ ଉପକୃତ ହେଉଛନ୍ତି ।

ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଶ୍ରୀମତୀ ପରିଡା ଦର୍ଶାଇଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧,୦୩୦ ଅଙ୍ଗନବାଡି କେନ୍ଦ୍ରର ନିଜସ୍ୱ ଗୃହ ନଥିବାବେଳେ ୩୧,୮୬୬ଟି କେନ୍ଦ୍ରରେ ବିଦ୍ୟୁତ୍‍ ସଂଯୋଗ ନାହିଁ । ସେହିଭଳି ୩୬,୯୯୨ କେନ୍ଦ୍ରର ପାଇଖାନା, ୨୧,୬୩୪ କେନ୍ଦ୍ରର ରୋଷଘର ନଥିବାବେଳେ ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ କିନ୍ତୁ ପାନୀୟଜଳର ବ୍ୟବସ୍ଥା ରହିଥିବା ଉପମୁଖ୍ୟମନ୍ତ୍ରୀ ତାଙ୍କ ଉତ୍ତରରେ ଉଲ୍ଲେଖ କରିଛନ୍ତି ।

ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ନିଜସ୍ୱ ଗୃହ, ବିଦ୍ୟୁତ୍‍ ସଂଯୋଗ, ପାଇଖାନା ପାନୀୟଜଳ ଓ ରୋଷଘରର ସୁବିଧା ଯୋଗାଇଦେବାପାଇଁ ପର୍ଯ୍ୟାୟକ୍ରମେ ଅର୍ଥ ମଞ୍ଜୁର କରାଯାଇ ବିଭାଗ ପକ୍ଷରୁ ସକ୍ରିୟ ପଦକ୍ଷେପ ଗ୍ରହଣ କରାଯାଉଛି ।

Vantara Rescue Rangers’ Returns With New Wildlife Adventures for Kids

Odisha Anganbadi ଅଙ୍ଗନବାଡ଼ି କେନ୍ଦ୍ର ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ଆମେରିକାରେ UPIର ନୂଆ ଅଧ୍ୟାୟ, Zelle ସହ ହେବ ଡିଜିଟାଲ୍‌ ପେମେଣ୍ଟ ବ୍ରିଜ୍‌

September 12, 2026
Latest News

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.