Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ ଆଉ କଣ କହିବେ…
ଆଜିର ଖବର

ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ ଆଉ କଣ କହିବେ…

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଦେଶବାସୀଙ୍କୁ ଉଦବୋଧନ
ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ ଆଉ କଣ କହିବେ...

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଉଦବୋଧନ ଦେବେ। ଆଜି ଅପରାହ୍ନ ପାଞ୍ଚଟା ବେଳେ ସେ ଏହି ଉଦବୋଧନ ଦେବେ ବୋଲି ଜଣାପଡିଛି। ଖୋଦ ପ୍ରଧାନମନ୍ତ୍ରୀଙ୍କ ଅଫିସ ତାଙ୍କ ସାମାଜିକ ଗଣମାଧ୍ୟମରେ ଏ ନେଇ ସୂଚନା ଦେଇଛନ୍ତି।

ଏକ୍ସରେ ପ୍ରଧାନମନ୍ତ୍ରୀ ଅଫିସ ଉଲ୍ଲେଖ କରିଛନ୍ତି ଯେ, ଆଜି ଅପରାହ୍ନ ପାଞ୍ଚଟା ବେଳେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦବୋଧନ ଦେବେ। ତେବେ ସେ କେଉଁ ପ୍ରସଂଗରେ କହିବେ ସେ ନେଇ କିଛି ଉଲ୍ଲେଖ ନାହିଁ। ଫଳରେ ସାଧାରଣରେ ତାଙ୍କର ଅଭିଭାଷଣ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି।

PM @narendramodi will be addressing the nation at 5 PM this evening.

— PMO India (@PMOIndia) September 21, 2025

Prime Minister to Address the Nation at 5 PM

BJP Ads
PM Address to Nation pm modi ଆଜି ଦେଶବାସୀଙ୍କୁ ଉଦବୋଧନ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଗାନ୍ଧିଛକ ନିକଟସ୍ଥ ସୁନା ଦୋକାନରୁ ଚୋରି ଉଦ୍ୟମ: ଦୁଇ ଗିରଫ

October 31, 2025

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରିୟ ଏକତା ଦିବସ ପାଳିତ

October 31, 2025

ରାଷ୍ଟ୍ରୀୟ ଏକତା ଦିବସ ୨୦୨୫ ଅବସରରେ ‘ରନ୍‍ ଫର୍‍ ୟୁନିଟି’ର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ

October 31, 2025

“ବିକଶିତ ଭାରତ” ଗଠନରେ ଆଦିବାସୀ ଯୁବ ନେତୃତ୍ୱ ହେବ ପ୍ରଗତିର ଭିତ୍ତି: ଡକ୍ଟର ମନସୁଖ ମାଣ୍ଡଭିୟ

October 31, 2025
BJP Ads
Latest News

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025

ବାଲୁଗାଁ ଗାନ୍ଧିଛକ ନିକଟସ୍ଥ ସୁନା ଦୋକାନରୁ ଚୋରି ଉଦ୍ୟମ: ଦୁଇ ଗିରଫ

October 31, 2025

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରିୟ ଏକତା ଦିବସ ପାଳିତ

October 31, 2025

ରାଷ୍ଟ୍ରୀୟ ଏକତା ଦିବସ ୨୦୨୫ ଅବସରରେ ‘ରନ୍‍ ଫର୍‍ ୟୁନିଟି’ର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ

October 31, 2025

“ବିକଶିତ ଭାରତ” ଗଠନରେ ଆଦିବାସୀ ଯୁବ ନେତୃତ୍ୱ ହେବ ପ୍ରଗତିର ଭିତ୍ତି: ଡକ୍ଟର ମନସୁଖ ମାଣ୍ଡଭିୟ

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.