Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ ଆଉ କଣ କହିବେ…
ଆଜିର ଖବର

ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ ଆଉ କଣ କହିବେ…

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଦେଶବାସୀଙ୍କୁ ଉଦବୋଧନ
ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ ଆଉ କଣ କହିବେ...

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଉଦବୋଧନ ଦେବେ। ଆଜି ଅପରାହ୍ନ ପାଞ୍ଚଟା ବେଳେ ସେ ଏହି ଉଦବୋଧନ ଦେବେ ବୋଲି ଜଣାପଡିଛି। ଖୋଦ ପ୍ରଧାନମନ୍ତ୍ରୀଙ୍କ ଅଫିସ ତାଙ୍କ ସାମାଜିକ ଗଣମାଧ୍ୟମରେ ଏ ନେଇ ସୂଚନା ଦେଇଛନ୍ତି।

ଏକ୍ସରେ ପ୍ରଧାନମନ୍ତ୍ରୀ ଅଫିସ ଉଲ୍ଲେଖ କରିଛନ୍ତି ଯେ, ଆଜି ଅପରାହ୍ନ ପାଞ୍ଚଟା ବେଳେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦବୋଧନ ଦେବେ। ତେବେ ସେ କେଉଁ ପ୍ରସଂଗରେ କହିବେ ସେ ନେଇ କିଛି ଉଲ୍ଲେଖ ନାହିଁ। ଫଳରେ ସାଧାରଣରେ ତାଙ୍କର ଅଭିଭାଷଣ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି।

PM @narendramodi will be addressing the nation at 5 PM this evening.

— PMO India (@PMOIndia) September 21, 2025

Prime Minister to Address the Nation at 5 PM

PM Address to Nation pm modi ଆଜି ଦେଶବାସୀଙ୍କୁ ଉଦବୋଧନ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.