Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ
ଆଜିର ଖବର

ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ
ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ

ବ୍ରହ୍ମପୁର, (କୈଳାଶ ଚନ୍ଦ୍ର ଚୌଧୁରୀ): ପ୍ରଧାନମନ୍ତ୍ରୀଙ୍କ ସମ୍ଭାବ୍ୟ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ୍ ବାହାଦୁର ଖୁରାନିଆ ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ ପଡ଼ିଆକୁ ପରିଦର୍ଶନ କରି ଗଞ୍ଜାମ ଜିଲ୍ଲା ପୋଲିସ ଏସପି ଶୁଭେନ୍ଦୁ ପାତ୍ର, ବ୍ରହ୍ମପୁର ଏସ୍ ପି ଡଃ ସର୍ବଣ ବିବେକ ଏମ୍, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସଞୟ କୁମାର ଓ ବ୍ରହ୍ମପୁର ଆଇ ଜି ନିତିନ୍ ଶେଖର ଙ୍କ ସହ ଆଲୋଚନା କରିଛନ୍ତି। ଏଥି ସହିତ କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳରେ ମାଓବାଦୀଙ୍କ ମୁକାବିଲା ପରିସ୍ଥିତିରେ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିବା ପ୍ରେମ୍ ସିଂ ମାଝୀଙ୍କୁ ସାକ୍ଷାତ କରି ଆଶୁ ଆରୋଗ୍ୟ କାମନା କରିବା ସହ ଚିକିତ୍ସା ଦାୟିତ୍ବରେ ଥିବା ଡ଼ାକ୍ତର ମାନଙ୍କ ସହ ଯବାନର ସ୍ବାସ୍ଥ୍ୟ ବିଷୟରେ ଆଲୋଚନା କରିଥିଲେ ଓ ସାହାସ୍ ର ମାଓବାଦୀଙ୍କ ସହ ମୁକାବିଲା କରି ଗୁରୁତର ଆହତ ଯବାନଙ୍କ ସାହାସିକତା କୁ ପ୍ରଶଂସା କରିଥିଲେ।

BJP Ads
ମାଓବାଦୀ ଆକ୍ରମଣ ଯୋଗେଶ୍ ବାହାଦୁର ଖୁରାନିଆ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ
Share. Facebook Twitter LinkedIn Email WhatsApp Copy Link

Related Posts

ଆହୁରୀ ତଳକୁ ଖସିବ ସୁନାର ମୂଲ୍ୟ, ଜାଣନ୍ତୁ ଆଜି କେତେ ଟଙ୍କାରେ ବିକ୍ରି ହେଉଛି ୨୪ କ୍ୟାରେଟ୍ ସୁନା?

November 6, 2025

ଆଜି କ୍ୱିନ୍ସଲ୍ୟାଣ୍ଡରେ ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟି-୨୦

November 6, 2025

ନଭେମ୍ବର ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ଅଭିଯାନ ୪.୦

November 6, 2025

ପୁରଣ ହେଲାନି ଦାବି, ଆଜିଠାରୁ କଳା ବ୍ୟାଚ୍ ପିନ୍ଧି ପ୍ରତିବାଦ କରିବେ ରାଜ୍ୟ ସରକାରୀ ଆୟୁଷ ଛାତ୍ରଛାତ୍ରୀ

November 6, 2025
BJP Ads
Latest News

ଆହୁରୀ ତଳକୁ ଖସିବ ସୁନାର ମୂଲ୍ୟ, ଜାଣନ୍ତୁ ଆଜି କେତେ ଟଙ୍କାରେ ବିକ୍ରି ହେଉଛି ୨୪ କ୍ୟାରେଟ୍ ସୁନା?

November 6, 2025

Bihar Assembly Polls: ବିହାରରେ ସକାଳ ୯:୦୦ ଟା ସୁଦ୍ଧା ପ୍ରାୟ ୧୩.୩୯ ପ୍ରତିଶତ ମତଦାନ

November 6, 2025

ଆଜି କ୍ୱିନ୍ସଲ୍ୟାଣ୍ଡରେ ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟି-୨୦

November 6, 2025

ଅମୁଲ ଏବଂ ଇଫକୋ କୁ କାହିଁକି ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

November 6, 2025

ନଭେମ୍ବର ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ଅଭିଯାନ ୪.୦

November 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.