Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ
ଆଜିର ଖବର

ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ
ମାଓବାଦୀ ଆକ୍ରମଣରେ ଗୁରୁତର ଆହତ ଯବାନକୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ସାକ୍ଷାତ

ବ୍ରହ୍ମପୁର, (କୈଳାଶ ଚନ୍ଦ୍ର ଚୌଧୁରୀ): ପ୍ରଧାନମନ୍ତ୍ରୀଙ୍କ ସମ୍ଭାବ୍ୟ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ୍ ବାହାଦୁର ଖୁରାନିଆ ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ ପଡ଼ିଆକୁ ପରିଦର୍ଶନ କରି ଗଞ୍ଜାମ ଜିଲ୍ଲା ପୋଲିସ ଏସପି ଶୁଭେନ୍ଦୁ ପାତ୍ର, ବ୍ରହ୍ମପୁର ଏସ୍ ପି ଡଃ ସର୍ବଣ ବିବେକ ଏମ୍, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସଞୟ କୁମାର ଓ ବ୍ରହ୍ମପୁର ଆଇ ଜି ନିତିନ୍ ଶେଖର ଙ୍କ ସହ ଆଲୋଚନା କରିଛନ୍ତି। ଏଥି ସହିତ କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳରେ ମାଓବାଦୀଙ୍କ ମୁକାବିଲା ପରିସ୍ଥିତିରେ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିବା ପ୍ରେମ୍ ସିଂ ମାଝୀଙ୍କୁ ସାକ୍ଷାତ କରି ଆଶୁ ଆରୋଗ୍ୟ କାମନା କରିବା ସହ ଚିକିତ୍ସା ଦାୟିତ୍ବରେ ଥିବା ଡ଼ାକ୍ତର ମାନଙ୍କ ସହ ଯବାନର ସ୍ବାସ୍ଥ୍ୟ ବିଷୟରେ ଆଲୋଚନା କରିଥିଲେ ଓ ସାହାସ୍ ର ମାଓବାଦୀଙ୍କ ସହ ମୁକାବିଲା କରି ଗୁରୁତର ଆହତ ଯବାନଙ୍କ ସାହାସିକତା କୁ ପ୍ରଶଂସା କରିଥିଲେ।

ମାଓବାଦୀ ଆକ୍ରମଣ ଯୋଗେଶ୍ ବାହାଦୁର ଖୁରାନିଆ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

August 19, 2026

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026
Latest News

ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

August 19, 2026

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.