Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା
ଆଜିର ଖବର

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା
ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗାଙ୍ଗପୁର ଥାନା ଅନ୍ତର୍ଗତ ନେଟେଙ୍ଗା ଗ୍ରାମର ଲକ୍ଷ୍ମୀଧର ବିଶ୍ୱାଳ ନାମକ ଜଣେ ଯୁବକ ବେକରେ ଲୁଗା ଗୁଡେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯୁବକ ଜଣକ ଗତ କିଛି ମାସ ପୂର୍ବରୁ ବାହା ହୋଇଥିଲା। କିନ୍ତୁ ପାରିବାରିକ କଳହକୁ ନେଇ ମାନସିକ ଦୁଶ୍ଚିନ୍ତାରେ ରହୁଥିବା ବେଳେ ମୃତ୍ୟୁ ପୁର୍ବରୁ ନିଜ ସ୍ତ୍ରୀ ସହିତ ଝଗଡ଼ା ହେଲା ପରେ ଏହି ଭଳି ପଦକ୍ଷେପ ନେଇଛି ବୋଲି ଲକ୍ଷ୍ମୀର ଭିଣୋଇ ଥାନା ରେ ଅଭିଯୋଗ କରିଥିଲେ।

ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

ଗାଙ୍ଗପୁର ଥାନା ବିବାହିତ ଯୁବକ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.