Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭାରତ ପୋଏଲ୍ଟ୍ରି ଏକ୍ସପୋ ଉଦଯାପିତ, ସମ୍ବର୍ଦ୍ଧିତ ହେଲେ ସଫଳ କୁକୁଡା ଚାଷୀ ଓ ଉଦ୍ୟୋଗୀ
ଜାତୀୟ ଖବର

ଭାରତ ପୋଏଲ୍ଟ୍ରି ଏକ୍ସପୋ ଉଦଯାପିତ, ସମ୍ବର୍ଦ୍ଧିତ ହେଲେ ସଫଳ କୁକୁଡା ଚାଷୀ ଓ ଉଦ୍ୟୋଗୀ

September 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତ ପୋଏଲ୍ଟ୍ରି ଏକ୍ସପୋ
ଭାରତ ପୋଏଲ୍ଟ୍ରି ଏକ୍ସପୋ ଉଦଯାପିତ, ସମ୍ବର୍ଦ୍ଧିତ ହେଲେ ସଫଳ କୁକୁଡା ଚାଷୀ ଓ ଉଦ୍ୟୋଗୀ

ଭୁବନେଶ୍ୱର : ସ୍ଥାନୀୟ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ତିନି ଦିନିଆ ଭାରତ ପୋଏଲ୍ଟ୍ରି ଏକ୍ସପୋ ଆଜି ଉଦ୍‍ଯାପିତ ହୋଇଯାଇଛି । ରାଜ୍ୟରେ ପ୍ରଥମଥର ପାଇଁ ସଫଳତାର ସହ ଆୟୋଜିତ  ଜାତୀୟ ସ୍ତରର କାର୍ଯ୍ୟକ୍ରମରେ ରାଜ୍ୟ ତଥା ଦେଶର କୁକୁଡା ଚାଷୀ, କୁକୁଡା ଚାଷ ସହିତ ଜଡିତ ସଂସ୍ଥା ଅଂଶଗ୍ରହଣ କରିଥିଲେ । ବିଶେଷକରି କୁକୁଡାଖାଦ୍ୟ, ଔଷଧ, କୁକୁଡା ଫାର୍ମ ପାଇଁ ସାଜ ସରଞ୍ଜାମ ପ୍ରସ୍ତୁତ କରୁଥିବା ଶିଳ୍ପସଂସ୍ଥା ଯୋଗ ଦେଇଥିଲେ ।

ଆଜି ଉଦ୍‍ଯାପନ ଉତ୍ସବରେ ପ୍ରଫେସର ଏ ଜି ରାଓଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବିର୍ଦ୍ଧିତ ପିପିଲି ଅଞ୍ଚଳର ସଫଳ କୁକୁଡା ଚାଷୀ ନାରାୟଣ ସ୍ୱାଇଁ ଓ ଅନ୍ୟମାନଙ୍କୁ ସମ୍ମାନିତ କରାଯାଇଥିଲା । ଏଥି ସହିତ ଏହି ଏକ୍ସପୋରେ ଯୋଗ ଦେଇଥିବା ଉଦ୍ୟୋଗୀମାନଙ୍କୁ ମଧ୍ୟ ଏହି ଅବସରରେ କୁକୁଡା ଚାଷୀ ମହାସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଜାତୀୟ ସମ୍ମିଳନୀରେ ପୋଏଲ୍ଟ୍ରି ସଂଘ, ଲେୟାର ସଂଘ, ବ୍ରଏଲର ସଂଘ ଏବଂ କୁକୁଡା ଚାଷୀ ସଂଘ ଡକ୍ଟର ଏଚ ଏମ ଦାଶ ନିଜର ଉଦଯାପନୀ ଅଭିଭାଷଣରେ ଭୁରି ଭୁରି ପ୍ରଶଂସା କରିଥିଲେ ।

ପ୍ରଥମଥର ପାଇଁ ଓଡିଶାରେ ଆୟୋଜିତ ଏହି ଜାତୀୟ ସ୍ତରର ସମ୍ମିଳନୀ ଓଡିଶାର କୁକୁଡା ଚାଷୀ ଓ ଉଦ୍ୟୋଗୀମାନଙ୍କୁ ବେଶ୍‍ ସହାୟକ ହେବ ବୋଲି ମତ ଦେବା ସହିତ ଆଗାମୀ ଦିନରେ ଅନୁରୂପ ସମ୍ମିଳନୀ ଆୟୋଜନ ପାଇଁ ପରାମର୍ଶ ଦେଇଥିଲେ । ଓଡିଶା କୁକୁଡା ବ୍ୟବସାୟୀ ସଂଘ ପକ୍ଷରୁ ଏହି ଅବସରରେ ଅଂଶଗ୍ରହଣକାରୀମାନଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା ।

IIM Sambalpur Inaugurates First-Ever Batch of B.S. Programme

Bharat Poultry Expo କୁକୁଡା ଚାଷ କୁକୁଡା ଚାଷୀ ପୋଏଲ୍ଟ୍ରି ଏକ୍ସପୋ
Share. Facebook Twitter LinkedIn Email WhatsApp Copy Link

Related Posts

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026
Latest News

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.