Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଆଜିର ଖବର

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀମନ୍ଦିର
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ସ୍ୱତନ୍ତ୍ର: ଜାଣନ୍ତୁ କ’ଣ ରହିଛି ଏହାର ପରମ୍ପରା?

ପୁରୀ: ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତାକାଲି (ମଙ୍ଗଳବାର) ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ଏସବୁ ଅଳଙ୍କାର ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସ୍ଥାନାନ୍ତର କରାଯିବ।

ଏଥିପାଇଁ ଆସନ୍ତାକାଲି ସକାଳ ୧୦ ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ। ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ।

ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ। ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ।

ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ବିନମ୍ର ନିବେଦନ କରାଯାଉଛି।

ପୁରୀ ରତ୍ନଭଣ୍ଡାର ଶ୍ରୀଜୀଉ ସର୍ବସାଧାରଣ ଦର୍ଶନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ରେଳ ଷ୍ଟେସନ ପରାମର୍ଶଦାତା କମିଟି ବୈଠକ, ଯାତ୍ରୀ ସମସ୍ୟା ଉପରେ ଗୁରୁତ୍ଵ

December 20, 2025

ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜରେ ଖେଳିବେ ନାହିଁ ହାର୍ଦ୍ଦିକ ଏବଂ ବୁମରାହ: ଜାଣନ୍ତୁ କାରଣ

December 20, 2025

ଇମ୍ରାନ ଖାନ ଏବଂ ବୁଶରା ବିବିଙ୍କୁ ୧୭ ବର୍ଷ ଲେଖାଏଁ ଜେଲଦଣ୍ଡ, ପାକିସ୍ତାନ କୋର୍ଟଙ୍କ ରାୟ ଘୋଷଣା

December 20, 2025

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025
Latest News

ବାଲୁଗାଁ ରେଳ ଷ୍ଟେସନ ପରାମର୍ଶଦାତା କମିଟି ବୈଠକ, ଯାତ୍ରୀ ସମସ୍ୟା ଉପରେ ଗୁରୁତ୍ଵ

December 20, 2025

୨୦୨୬ ଟି୨୦ ବିଶ୍ୱକପ୍ ପାଇଁ ୧୫ ଜଣିଆ ଭାରତୀୟ ଦଳ: ଗିଲ୍ ଆଉଟ, ଇଶାନ୍ କିଶାନ୍ ଇନ୍

December 20, 2025

ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜରେ ଖେଳିବେ ନାହିଁ ହାର୍ଦ୍ଦିକ ଏବଂ ବୁମରାହ: ଜାଣନ୍ତୁ କାରଣ

December 20, 2025

ଇମ୍ରାନ ଖାନ ଏବଂ ବୁଶରା ବିବିଙ୍କୁ ୧୭ ବର୍ଷ ଲେଖାଏଁ ଜେଲଦଣ୍ଡ, ପାକିସ୍ତାନ କୋର୍ଟଙ୍କ ରାୟ ଘୋଷଣା

December 20, 2025

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.