Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରାତ୍ରୀର ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ନବରାତ୍ରୀର ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Durga mata
ନବରାତ୍ରୀର ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ନବରାତ୍ରୀର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କରିଛନ୍ତି ଏବଂ ସମଗ୍ର ଦେଶକୁ ଅଶେଷ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରତ୍ୟେକ ଭକ୍ତଙ୍କୁ ସବୁ ଆହ୍ୱାନର ସମ୍ମୁଖୀନ ହେବାକୁ ଶକ୍ତି ଦେବାକୁ ଦେବୀଙ୍କ ନିକଟରେ ଶ୍ରୀ ମୋଦୀ ପ୍ରାର୍ଥନା କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ନବରାତ୍ରୀର ଦ୍ୱିତୀୟ ଦିନରେ ସମସ୍ତ ଦେଶବାସୀଙ୍କ ପକ୍ଷରୁ ମା’ ବ୍ରହ୍ମଚାରିଣୀଙ୍କୁ ମୋର ବିଶେଷ ନମନ। ମା’ଙ୍କ ନିକଟରେ ପ୍ରାର୍ଥନା ଯେ ତାଙ୍କର ଭକ୍ତମାନଙ୍କୁ ପ୍ରତ୍ୟେକ ଆହ୍ୱାନର ସମ୍ମୁଖୀନ ହେବାକୁ ଶକ୍ତି ପ୍ରଦାନ କରନ୍ତୁ।”

DurgaPuja DurgaPuja2025 ନବରାତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷା ଯୋଗୁଁ କୋଲକାତାରେ ୭ ମୃତ୍ୟୁ: ମୁମ୍ବାଇକୁ ଚେତାବନୀ ଜାରି

September 23, 2025

ବିନା ଟିକେଟରେ ବିମାନରେ ଲୁଚି ନୂଆଦିଲ୍ଲୀ ପଳାଇ ଆସିଲେ ଜଣେ ବାଳକ, ସୁରକ୍ଷା କର୍ମି ଆଶ୍ଚର୍ଯ୍ୟ

September 23, 2025

ନବରାତ୍ରୀ ପୂଜା, ଜାଣନ୍ତୁ ନଅ ଦିନ ଧରି କେଉଁ କେଉଁ ଦେବୀଙ୍କୁ କରାଯାଏ ପୂଜା

September 23, 2025

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସାମିଲ ହେଲେ ଆଚାର୍ଯ୍ୟ ବାଲକୃଷ୍ଣ: ପତଞ୍ଜଳି ର ଦାବି

September 23, 2025
Latest News

ନବରାତ୍ରୀର ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 23, 2025

ପ୍ରବଳ ବର୍ଷା ଯୋଗୁଁ କୋଲକାତାରେ ୭ ମୃତ୍ୟୁ: ମୁମ୍ବାଇକୁ ଚେତାବନୀ ଜାରି

September 23, 2025

ବିନା ଟିକେଟରେ ବିମାନରେ ଲୁଚି ନୂଆଦିଲ୍ଲୀ ପଳାଇ ଆସିଲେ ଜଣେ ବାଳକ, ସୁରକ୍ଷା କର୍ମି ଆଶ୍ଚର୍ଯ୍ୟ

September 23, 2025

ନବରାତ୍ରୀ ପୂଜା, ଜାଣନ୍ତୁ ନଅ ଦିନ ଧରି କେଉଁ କେଉଁ ଦେବୀଙ୍କୁ କରାଯାଏ ପୂଜା

September 23, 2025

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସାମିଲ ହେଲେ ଆଚାର୍ଯ୍ୟ ବାଲକୃଷ୍ଣ: ପତଞ୍ଜଳି ର ଦାବି

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.