Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ି ର ବିକ୍ଷୋଭ: ବିଧାନସଭା ଘେରାଉ ବେଳେ ପୋଲିସ ସହ ମୁହାଁମୁହିଁ ପରିସ୍ଥିତି
ଆଜିର ଖବର

ବିଜେଡ଼ି ର ବିକ୍ଷୋଭ: ବିଧାନସଭା ଘେରାଉ ବେଳେ ପୋଲିସ ସହ ମୁହାଁମୁହିଁ ପରିସ୍ଥିତି

September 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
BJD
ବିଜେଡ଼ି ର ବିକ୍ଷୋଭ: ବିଧାନସଭା ଘେରାଉ ବେଳେ ପୋଲିସ ସହ ମୁହାଁମୁହିଁ ପରିସ୍ଥିତି

ଭୁବନେଶ୍ଵର: ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ଆଜି ବିଜେଡ଼ି ବିଧାନସଭା ଘେରାଉ କରିଛି। ଏହି ସମୟରେ ଲୋୟର ପିଏମଜିରେ ପୋଲିସ ଏବଂ ବିଜେଡ଼ି କର୍ମୀମାନଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ବିଜେଡ଼ିର ବରିଷ୍ଠ ନେତା ଓ ପଞ୍ଚାୟତ ପ୍ରତିନିଧି ମାନେ ଏକାଠି ହୋଇ ପ୍ରଥମ ବ୍ୟାରିକେଡ ଭାଙ୍ଗି ଦ୍ୱିତୀୟ ବ୍ୟାରିକେଡ ଭାଙ୍ଗିବାକୁ ପ୍ରୟାସ କରୁଥିବା ବେଳେ ପୁଲିସ ସେମାନଙ୍କୁ ବାଧାଦେଇଥିଲା।

ବ୍ୟାରିକେଡ ଭାଙ୍ଗି ବିଧାନସଭା ଆଡକୁ ଅଗ୍ରସର ହେଉଥିବା ବେଳେ ବିଜେଡି କର୍ମୀ ଓ ପୁଲିସ ମୁହାଁମୁହିଁ ହୋଇଥିଲେ। କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଉଠାଇ ନେଇଥିବା ସୂଚନା ମିଳିଛି। ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର ଓ ଜିଲ୍ଲା ପରିଷଦ ପ୍ରତିନିଧିମାନେ ସାମିଲ ହୋଇ ବିକ୍ଷୋଭ କରିଛନ୍ତି।

ପଞ୍ଚାୟତିରାଜ ବ୍ୟବସ୍ଥା ବିଜେଡ଼ି ର ବିକ୍ଷୋଭ ଲୋୟର ପିଏମଜି
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି, ବସିଲା ସୁରକ୍ଷା ବୈଠକ

June 13, 2026

ରଜ ଉତ୍ସବ ପାଇଁ ରବିନ୍ଦ୍ର ମଣ୍ଡପରେ ମଶାଲ ତରଫରୁ ରଂଗାରଂଗ କାର୍ଯ୍ୟକ୍ରମ

June 13, 2026

୨୫ ଓଭର ଖେଳାଯିବ ପ୍ରଥମ ଦିନିକିଆ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

June 13, 2026

ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ ଅପଡେଟ: ଏବେ ୨୦-୨୦ ଓଭର ମ୍ୟାଚ୍ କୁ ଅପେକ୍ଷା

June 13, 2026
Latest News

ରୁଷୀୟ ତୈଳ କ୍ରୟ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା: ଭାରତକୁ ସମର୍ଥନ କଲା ଏହି ଦେଶ

June 13, 2026

ଏକ ବଡ଼ ‘ମେଗା ନିଯୁକ୍ତି ମେଳା’ ଆୟୋଜନ କରିବ କଂଗ୍ରେସ: ଜାଣନ୍ତୁ କେବେ?

June 13, 2026

ଓଡିଶା ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି, ବସିଲା ସୁରକ୍ଷା ବୈଠକ

June 13, 2026

ରଜ ଉତ୍ସବ ପାଇଁ ରବିନ୍ଦ୍ର ମଣ୍ଡପରେ ମଶାଲ ତରଫରୁ ରଂଗାରଂଗ କାର୍ଯ୍ୟକ୍ରମ

June 13, 2026

୨୫ ଓଭର ଖେଳାଯିବ ପ୍ରଥମ ଦିନିକିଆ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.