Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଟଖା ଓ ତମାଖୁ ଦ୍ରବ୍ୟ ଟିକସରୁ ଓଡିଶା ପାଇଲାଣି ୬୭୫୦ କୋଟି ଟଙ୍କା, କଣ କରିବ କର ?
ଆଜିର ଖବର

ଗୁଟଖା ଓ ତମାଖୁ ଦ୍ରବ୍ୟ ଟିକସରୁ ଓଡିଶା ପାଇଲାଣି ୬୭୫୦ କୋଟି ଟଙ୍କା, କଣ କରିବ କର ?

September 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୁଟଖା ଓ ତମାଖୁ ଦ୍ରବ୍ୟ
ଗୁଟଖା ଓ ତମାଖୁ ଦ୍ରବ୍ୟ ଟିକସରୁ ଓଡିଶା ପାଇଲାଣି ୬୭୫୦ କୋଟି ଟଙ୍କା, କଣ କରିବ କର ?

ଭୁବନେଶ୍ୱର : ଗୁଟ୍‍ଖା, ତମାଖୁ, ସିଗାରେଟ, ପାନମସଲା ଆଦିରୁ ରାଜ୍ୟ ସରକାର ଗତ ୧୦ବର୍ଷ ମଧ୍ୟରେ ଭାଟ୍‍ ଓ ଜିଏସ୍‍ଟି ବାବଦରେ ୬୭୫୦ କୋଟି ଟଙ୍କାର ଅଧିକ ଅର୍ଥ ପାଇଲେଣି । ୨୦୨୪-୨୫ ବର୍ଷରେ ଏହିସବୁ ସାମଗ୍ରୀରୁ ରେକର୍ଡ ପରିମାଣର ୧୨୩୪ କୋଟି ଟଙ୍କା ଆଦାୟ ହୋଇଛି ।

ଗୁଟ୍‍ଖା, ତମାଖୁ ଆଦି ଉପରୁ ରାଜ୍ୟ ସରକାର ଆଦାୟ କରୁଥିବା ଟିକସ ସଂକ୍ରାନ୍ତରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ୨୦୧୮-୧୯ରୁ ନିୟମିତ ଭାବେ ଗୁଟ୍‍ଖା ତମାଖୁ ଆଦିରୁ ଆଦାୟ ଟିକସ ପରିମାଣ ବଢି ବଢି ଚାଲିଛି । ୨୦୧୮-୧୯ ବର୍ଷରେ ଏହି ସାମଗ୍ରୀରୁ ୪୮୦ କୋଟି ଟଙ୍କାର ଟିକସ ଆଦାୟ ହୋଇଥିବାବେଳେ ୨୦୨୩-୨୪ରେ ଏହା ୧୦୧୨ କୋଟି ଟଙ୍କାକୁ ଟପିଯାଇଥିଲା । ଗତ ଆର୍ଥିକ ବର୍ଷରେ ଏହା ୧୨୩୪.୮୮ କୋଟି ଟଙ୍କାରେ ପହଞ୍ଚିଛି ।

ତେବେ ଗୁଟ୍‍ଖା, ତମାଖୁ, ସିଗାରେଟ୍‍ ଓ ପାନମସଲା ଆଦିର ଉତ୍ପାଦନ, ମହଜୁଦ, ବିପ୍ପଣନ ଓ ବିକ୍ରି ଉପରେ କଟକଣା ବାବଦୀୟ ତଥ୍ୟ ଅର୍ଥ ବିଭାଗ ନିକଟରେ ନଥିବା ମୁଖ୍ୟମନ୍ତ୍ରୀ ତାଙ୍କ ଉତ୍ତରରେ ଉଲ୍ଲେଖ କରିଛନ୍ତି ।

Purubai Ben: Odisha’s Forgotten Gandhian

BJP Ads
ଗୁଟଖା ଓ ତମାଖୁ ଦ୍ରବ୍ୟ ବିଧାନସଭା ବିଧାନସଭାରେ ଗୁଟୁଖା
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025
BJP Ads
Latest News

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.