Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଟଖା ଓ ତମାଖୁ ଦ୍ରବ୍ୟ ଟିକସରୁ ଓଡିଶା ପାଇଲାଣି ୬୭୫୦ କୋଟି ଟଙ୍କା, କଣ କରିବ କର ?
ଆଜିର ଖବର

ଗୁଟଖା ଓ ତମାଖୁ ଦ୍ରବ୍ୟ ଟିକସରୁ ଓଡିଶା ପାଇଲାଣି ୬୭୫୦ କୋଟି ଟଙ୍କା, କଣ କରିବ କର ?

September 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୁଟଖା ଓ ତମାଖୁ ଦ୍ରବ୍ୟ
ଗୁଟଖା ଓ ତମାଖୁ ଦ୍ରବ୍ୟ ଟିକସରୁ ଓଡିଶା ପାଇଲାଣି ୬୭୫୦ କୋଟି ଟଙ୍କା, କଣ କରିବ କର ?

ଭୁବନେଶ୍ୱର : ଗୁଟ୍‍ଖା, ତମାଖୁ, ସିଗାରେଟ, ପାନମସଲା ଆଦିରୁ ରାଜ୍ୟ ସରକାର ଗତ ୧୦ବର୍ଷ ମଧ୍ୟରେ ଭାଟ୍‍ ଓ ଜିଏସ୍‍ଟି ବାବଦରେ ୬୭୫୦ କୋଟି ଟଙ୍କାର ଅଧିକ ଅର୍ଥ ପାଇଲେଣି । ୨୦୨୪-୨୫ ବର୍ଷରେ ଏହିସବୁ ସାମଗ୍ରୀରୁ ରେକର୍ଡ ପରିମାଣର ୧୨୩୪ କୋଟି ଟଙ୍କା ଆଦାୟ ହୋଇଛି ।

ଗୁଟ୍‍ଖା, ତମାଖୁ ଆଦି ଉପରୁ ରାଜ୍ୟ ସରକାର ଆଦାୟ କରୁଥିବା ଟିକସ ସଂକ୍ରାନ୍ତରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ୨୦୧୮-୧୯ରୁ ନିୟମିତ ଭାବେ ଗୁଟ୍‍ଖା ତମାଖୁ ଆଦିରୁ ଆଦାୟ ଟିକସ ପରିମାଣ ବଢି ବଢି ଚାଲିଛି । ୨୦୧୮-୧୯ ବର୍ଷରେ ଏହି ସାମଗ୍ରୀରୁ ୪୮୦ କୋଟି ଟଙ୍କାର ଟିକସ ଆଦାୟ ହୋଇଥିବାବେଳେ ୨୦୨୩-୨୪ରେ ଏହା ୧୦୧୨ କୋଟି ଟଙ୍କାକୁ ଟପିଯାଇଥିଲା । ଗତ ଆର୍ଥିକ ବର୍ଷରେ ଏହା ୧୨୩୪.୮୮ କୋଟି ଟଙ୍କାରେ ପହଞ୍ଚିଛି ।

ତେବେ ଗୁଟ୍‍ଖା, ତମାଖୁ, ସିଗାରେଟ୍‍ ଓ ପାନମସଲା ଆଦିର ଉତ୍ପାଦନ, ମହଜୁଦ, ବିପ୍ପଣନ ଓ ବିକ୍ରି ଉପରେ କଟକଣା ବାବଦୀୟ ତଥ୍ୟ ଅର୍ଥ ବିଭାଗ ନିକଟରେ ନଥିବା ମୁଖ୍ୟମନ୍ତ୍ରୀ ତାଙ୍କ ଉତ୍ତରରେ ଉଲ୍ଲେଖ କରିଛନ୍ତି ।

Purubai Ben: Odisha’s Forgotten Gandhian

ଗୁଟଖା ଓ ତମାଖୁ ଦ୍ରବ୍ୟ ବିଧାନସଭା ବିଧାନସଭାରେ ଗୁଟୁଖା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026
Latest News

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.