Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ବିଶ୍ଵ ପର୍ଯ୍ୟଟନ ଦିବସ -୨୦୨୫ ଉପଲକ୍ଷେ କୁଇଜ୍ ପ୍ରତିଯୋଗିତା
ଆଜିର ଖବର

ଖୋର୍ଦ୍ଧା: ବିଶ୍ଵ ପର୍ଯ୍ୟଟନ ଦିବସ -୨୦୨୫ ଉପଲକ୍ଷେ କୁଇଜ୍ ପ୍ରତିଯୋଗିତା

September 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା
ଖୋର୍ଦ୍ଧା: ବିଶ୍ଵ ପର୍ଯ୍ୟଟନ ଦିବସ -୨୦୨୫ ଉପଲକ୍ଷେ କୁଇଜ୍ ପ୍ରତିଯୋଗିତା

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ବିଶ୍ବ ପର୍ଯ୍ୟଟନ ଦିବସ -୨୦୨୫ ଉପଲକ୍ଷେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ମହା ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ କୁଇଜ୍ ପ୍ରତିଯୋଗିତା ଜିଲ୍ଲା ପର୍ଯ୍ୟଟନ ଅଧିକାରୀ, ଖୋର୍ଦ୍ଧା ମୀରା ବେହେରାଙ୍କ ପରିଚାଳନାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ପ୍ରତିଯୋଗିତାରେ ଜିଲ୍ଲା ସଦର ମହକୁମା ସହ ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ର ଛାତ୍ରୀ ଭାଗ ନେଇଥିଲେ। ପର୍ଯ୍ୟଟନ ତଥ୍ୟ ସମ୍ବଳିତ ଉପରେ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ରେ ଆଶୁତୋଷ ମହାପାତ୍ର, ଆର୍ଯ୍ୟଭଟ୍ଟ ଏକାଡେମୀ ପ୍ରଥମ, ନିଶି ନକ୍ଷତ୍ର, ଆର୍ଯ୍ୟଭଟ୍ଟ ଏକାଡେମୀ ଦ୍ୱିତୀୟ, ସୁରଭୁ ସଂଧ୍ୟା,ଏସ ଡି ଏ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ମହାବିଦ୍ୟାଳୟ ସ୍ତରରେ ହୃଷିକେଶ ପଣ୍ଡା, ପ୍ରଥମ, ସୁଭଲକ୍ଷ୍ମୀ ପଣ୍ଡା ଦ୍ୱିତୀୟ ଏବଂ ସ୍ମୃତିପ୍ରଜ୍ଞା ସ୍ବାଇଁ ତୃତୀୟ ସ୍ଥାନ ଅଧିକାର କରିଥିଲେ।

ଏହି ପରିପ୍ରେକ୍ଷୀରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସାଫଲ୍ୟ ମଣ୍ଡିତ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ଅର୍ଥରାଶି ଓ ସାର୍ଟିଫିକେଟ ପ୍ରଦାନ କରି ପୁରସ୍କୃତ କରିବା ସହ ନିଜ ଘରେ, ପଡ଼ିଶାରେ ଏବଂ ଅଧ୍ୟୟନ କରିଥିବା ବିଦ୍ୟାଳୟ, ମହାବିଦ୍ୟାଳୟ ସବୁସ୍ଥାନରେ ସ୍ବଚ୍ଛତା ବଜାୟ ରଖିବାକୁ ପ୍ରତ୍ୟେକ ଛାତ୍ର ଛାତ୍ରୀ ମାନେ ବ୍ରତୀ ହେବାକୁ ପରାମର୍ଶ ଦେଇଥିଲେ।

ଓଡ଼ିଶା ଏବଂ ଆମ ଭାରତର ଐତିହ୍ୟ ଓ ସଂସ୍କୃତି ଅତି ମହାନ ଓ ଏହାକୁ ଅକ୍ଷୁର୍ଣ୍ଣ ରଖିବା ପ୍ରତ୍ୟେକ ଛାତ୍ର ଛାତ୍ରୀ ମାନଙ୍କ ବିଶ୍ୱ ପର୍ଯ୍ୟଟନ ଦିବସରେ ଧେୟ ହେଉ ବୋଲି ପ୍ରକାଶ କରିଥିଲେ। ଶେଷରେ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ, ଖୋର୍ଦ୍ଧା ମୀରା ବେହେରା ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।

କୁଇଜ୍ ପ୍ରତିଯୋଗିତା ଖୋର୍ଦ୍ଧା ବିଶ୍ଵ ପର୍ଯ୍ୟଟନ ଦିବସ -୨୦୨୫
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.