Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା, ସ୍କୁଲ ଛୁଟି କଲେ ଜିଲ୍ଲାପାଳ
ଆଜିର ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା, ସ୍କୁଲ ଛୁଟି କଲେ ଜିଲ୍ଲାପାଳ

September 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ୨୮ ଓ ୨୯ ରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଆସନ୍ତା ୨୮ ଓ ୨୯ ରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଗତକାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଆଜି ଉପକୂଳ ଓଡିଶା ସମେତ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ସୃଷ୍ଟି ହୋଇଛି। ତେବେ ଏହି ଲଘୁଚାପ ଆସନ୍ତାକାଲି ଅବପାତ ରୂପ ନେବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

ଲଘୁଚାପକୁ ଦୃଷ୍ଟିରେ ରଖି ମାଲକାନାଗିର ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଏହାପରେ ପରେ ପୁଣି ଏକ ଳଗୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

Lisa Keightley Named Head Coach of Mumbai Indians Women’s Team

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ବର୍ଷା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026
Latest News

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.