Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Asia Cup 2025: ଶ୍ରୀଲଙ୍କାର ବୋଲିଂ ନିଷ୍ପତ୍ତି, ପ୍ରଥମେ ବ୍ୟାଟିଂ କରିବ ଭାରତ
ଆଜିର ଖବର

Asia Cup 2025: ଶ୍ରୀଲଙ୍କାର ବୋଲିଂ ନିଷ୍ପତ୍ତି, ପ୍ରଥମେ ବ୍ୟାଟିଂ କରିବ ଭାରତ

September 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Abhishek Sharma
ଅଭିଷେକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ: ନ୍ୟୁଜିଲ୍ୟାଣ୍ଡ ଠାରୁ ଭାରତର ବଡ଼ ବିଜୟ ହାସଲ

ନୂଆଦିଲ୍ଲୀ: ଶ୍ରୀଲଙ୍କା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ସୁପର-୪ ପର୍ଯ୍ୟାୟର ଏହି ଅନ୍ତିମ ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରିବ। ଭାରତୀୟ ଦଳ ଜରପ୍ରୀତ ବୁମ୍ରା ଏବଂ ଶିବମ୍ ଦୁବେଙ୍କୁ ବିଶ୍ରାମ ଦେଇ ଅର୍ଶଦୀପ ସିଂ ଏବଂ ହର୍ଷିତ ରାଣାଙ୍କୁ ସାମିଲ କରିଛି। ଖେଳାଳି ଏକାଦଶରେ ଶ୍ରୀଲଙ୍କା ମଧ୍ୟ ଗୋଟିଏ ପରିବର୍ତ୍ତନ କରିଛି।

ଭାରତର ଖେଳାଳି ଏକାଦଶ: ଅଭିଷେକ ଶର୍ମା, ଶୁଭମାନ ଗିଲ, ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ତିଲକ ଭର୍ମା, ସଞ୍ଜୁ ସାମସନ (ୱିକେଟ୍ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ସର ପଟେଲ, ହର୍ଷିତ ରାଣା, କୁଲଦୀପ ଯାଦବ, ଅର୍ଶଦୀପ ସିଂ, ବରୁଣ ଚକ୍ରବର୍ତ୍ତୀ।

ଶ୍ରୀଲଙ୍କାର ଖେଳାଳି ଏକାଦଶ: ପୃଥମ୍ ନିସଙ୍କା, କୁସାଲ ମେଣ୍ଡିସ୍, କୁସଲ ପେରେରା, ଚରିଥ ଅସଲଙ୍କା (ଅଧିନାୟକ), କାମିନ୍ଦୁ ମେଣ୍ଡିସ୍, ଦାସୁନ୍ ଶନାକା, ୱାନିନ୍ଦୁ ହସରାଙ୍ଗା, ଜେନିଥ ଲିୟାନଗେ, ଦୁଷ୍ମତ ଚମିରା, ମହିଶ ଥିକ୍ଷଣା, ନୁୱାନ୍ ତୁଶାରା।

asia cup Asia Cup 2025 Charith Asalanka IND VS SL India VS Sri Lanka Kusal Mendis Suryakumar Yadav.
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.