Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ
ଆଜିର ଖବର

ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ
ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟଇକାଲ୍ ସାଇନ୍‌ସେସ୍ – କ୍ୟାମ୍ପସ-୨, ଫୁଲନଖରାରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଗତ ଗୁରୁବାର ଦିନ ପାଳିତ ହୋଇଯାଇଛି। ଚଳିତ ବର୍ଷର ପ୍ରସଙ୍ଗ ‘ଥିଙ୍କ ହେଲଥ, ଥିଙ୍କ ଫାର୍ମାସିଷ୍ଟ’କୁ ନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଫ୍ୟାକଲ୍ଟି ଏବଂ କର୍ମକର୍ତାମାନେ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ଓଡ଼ିଶାର ଆଡିସ୍‌ନାଲ୍ ଡ୍ରଗ୍‌ସ କଂଟ୍ରୋଲର ଡକ୍ଟର ସୁଜାତା ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଫାର୍ମାସିଷ୍ଟମାନଙ୍କର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ଚଳିତ ବର୍ଷର ପ୍ରସଙ୍ଗ ଉପରେ ଗୁରୁତ୍ୱାରୋପ କରି ସ୍ୱାସ୍ଥ୍ୟ ପରିଚାଳନା ଏବଂ ଜୀବନର ପ୍ରତ୍ୟେକ ସ୍ତରରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଏସ୍‌ପିଏସ୍ – ୨ର ଡିନ୍ ପ୍ରଫେସର (ଡକ୍ଟର) ଦୁର୍ଗାମାଧବ କର ସ୍ୱାଗତ ଭାଷଣ ପ୍ରଦାନ କରିବା ଅବସରରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପରିପ୍ରେକ୍ଷୀରେ ଏବଂ ଜନସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଅତୁଳନୀୟ ବୋଲି କହିଥିଲେ।

କାର୍ଯ୍ୟକ୍ରମରେ ମୌଲି ଦାସ ଏବଂ ପ୍ରାଚୀ ରାଣୀ ସାହୁ ମହିଳାଙ୍କ ସ୍ୱାସ୍ଥ୍ୟର ଯତ୍ନ ଏବଂ ଯୋଗ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମ ଶେଷରେ ଏସ୍‌ପିଏସ୍ – ୨ର ଆସିଷ୍ଟାଂଟ ପ୍ରଫେସର ମୋନାଲିସ୍ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।

ଫୁଲନଖରା ବିଶ୍ୱ ଫାର୍ମାସିଷ୍ଟ ଦିବସ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର, ଡାହାଣ ଗୋଡ଼ରେ ବାଜିଲା ଗୁଳି

October 23, 2026

ମେଗନ୍ ଶଟ୍ ଦୁଇଟି ମ୍ୟାଚ୍‌ରୁ ସସ୍‌ପେଣ୍ଡ

October 23, 2026

ପାର୍ବଣ ପୂର୍ବରୁ ରୂପା ଆମଦାନିକୁ ବଡ଼ ଅନୁମତି, ଗ୍ରାହକଙ୍କୁ ମିଳିବ କି ଆଶ୍ୱସ୍ତି?

October 23, 2026

କୃଷକଙ୍କୁ ସଶକ୍ତ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ : ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

October 23, 2026
Latest News

କେନ୍ଦୁଝରରେ ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର, ଡାହାଣ ଗୋଡ଼ରେ ବାଜିଲା ଗୁଳି

October 23, 2026

ମେଗନ୍ ଶଟ୍ ଦୁଇଟି ମ୍ୟାଚ୍‌ରୁ ସସ୍‌ପେଣ୍ଡ

October 23, 2026

ଏମସିଡି ଗୃହରେ ହଙ୍ଗାମା: ବିଜେପି-ଆପ୍ ମୁହାଁମୁହିଁ

October 23, 2026

ପାର୍ବଣ ପୂର୍ବରୁ ରୂପା ଆମଦାନିକୁ ବଡ଼ ଅନୁମତି, ଗ୍ରାହକଙ୍କୁ ମିଳିବ କି ଆଶ୍ୱସ୍ତି?

October 23, 2026

ଇସ୍ରାଏଲ ସ୍ୱାଧୀନତା ଦିବସରେ ମଶାଲ ପ୍ରଜ୍ୱଳନ ପାଇଁ ମୋଦୀଙ୍କୁ ନେତାନ୍ୟାହୁଙ୍କ ଆମନ୍ତ୍ରଣ

October 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.