Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଶ୍ମୀର ପ୍ରସଙ୍ଗରେ ଦୁଇ ଦେଶ ମଧ୍ୟରେ ମଧ୍ୟସ୍ଥତା କରିବାକୁ ପୁଣି ଆଗ୍ରହୀ ଟ୍ରମ୍ପ୍‌
ଆଜିର ଖବର

କାଶ୍ମୀର ପ୍ରସଙ୍ଗରେ ଦୁଇ ଦେଶ ମଧ୍ୟରେ ମଧ୍ୟସ୍ଥତା କରିବାକୁ ପୁଣି ଆଗ୍ରହୀ ଟ୍ରମ୍ପ୍‌

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆଗ୍ରହ ପ୍ରକାଶ କରିଛନ୍ତି । ତେବେ ଏହି ମଧ୍ୟସ୍ଥତା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ନିର୍ଭର କରୁଛି  ବୋଲି କହିଛନ୍ତି ଟ୍ରମ୍ପ୍‌। ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ଙ୍କ ସହ ପୂର୍ବରୁ ଏହି ପ୍ରସଙ୍ଗରେ ଚର୍ଚ୍ଚା କରିଛନ୍ତି ବୋଲି କହିଛନ୍ତି ଟ୍ରମ୍ପ୍‌ । ତେବେ କାଶ୍ମୀର ପ୍ରସଙ୍ଗରେ ଭାରତ ଟ୍ରମ୍ପ୍‌ଙ୍କ ପ୍ରସ୍ତାବକୁ ପୂର୍ବରୁ ଖଣ୍ଡନ କରି ସାରିଛି । ଏହା ଏକ ଦ୍ବିପାକ୍ଷିକ ପ୍ରସଙ୍ଗ । ଏବଂ ଆତଙ୍କବାଦୀର ମୂଳୋତ୍ପାଟନ ହେଲେ ହିଁ କାଶ୍ମୀର ପ୍ରସଙ୍ଗରେ ଦୁଇ ଦେଶ ମଧ୍ୟରେ ଆଲୋଚାନ ହେବ ବୋଲି ଭାରତ ପୂର୍ବରୁ ସ୍ପଷ୍ଟ କରି ସାରିଛି । ଟ୍ରମ୍ପ୍‌ ଏକଥା ମଧ୍ୟ କହିଛନ୍ତି ଯେ, ଯଦି ଭାରତ ଚାହିଁବ ତେବେ ସେ କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବାକୁ ପ୍ରସ୍ତୁତ ଅଛନ୍ତି । ଭାରତ କି ପାକିସ୍ତାନ ଦୁଇ ଦେଶ ମଧ୍ୟରୁ କେହି ବି ଟ୍ରମ୍ପ୍‌କୁ ମଧ୍ୟସ୍ଥତା ପ୍ରସ୍ତାବ ଦେଇନାହାନ୍ତି । ଟ୍ରମ୍ପ୍‌ ନିଜ ତରଫରୁ ଦୁଇ ଦେଶ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଚାହୁଁଛନ୍ତି ବୋଲି କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026
Latest News

ବିଶ୍ୱ ସଙ୍କଟ ସମୟରେ କୃଷି କ୍ଷେତ୍ରରେ ସ୍ଥିରତା ପାଇଁ ଶିବରାଜ ସିଂହ ଚୌହାନଙ୍କ ଉଚ୍ଚସ୍ତରୀୟ ବୈଠକ

March 25, 2026

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.