Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Asia Cup-2025: ରୋମାଞ୍ଚକ ମ୍ୟାଚରେ ଶ୍ରୀଲଙ୍କା ଠାରୁ ସୁପର ଓଭରରେ ଜିତିଲା ଭାରତ
ଆଜିର ଖବର

Asia Cup-2025: ରୋମାଞ୍ଚକ ମ୍ୟାଚରେ ଶ୍ରୀଲଙ୍କା ଠାରୁ ସୁପର ଓଭରରେ ଜିତିଲା ଭାରତ

September 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Asia cup
Asia Cup-2025: ରୋମାଞ୍ଚକର ମ୍ୟାଚରେ ଶ୍ରୀଲଙ୍କା ଠାରୁ ସୁପର ଓଭରରେ ଜିତିଲା ଭାରତ

ନୂଆଦିଲ୍ଲୀ: ଏସିଆ କପର ଅନ୍ତିମ ସୁପର-୪ ମ୍ୟାଚରେ ଶୁକ୍ରବାର ଭାରତ-ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିଲା। ପ୍ରଥମେ ବ୍ୟାଟିଂ କରି ଟିମ ଇଣ୍ଡିଆ ନିର୍ଦ୍ଧାରିତ ୨୦ ଓଭରରେ ୨୦୨ ରନ କରିଥିଲା। ଜବାବରେ ଶ୍ରୀଲଙ୍କା ମଧ୍ୟ ନିର୍ଦ୍ଧାରିତ ୨୦ ଓଭରରେ ୨୦୨ ରନ କରି ମ୍ୟାଚକୁ ଡ୍ର ରଖିଥିଲା।

ଶେଷରେ ସୁପର ଓଭର ପାଇଁ ପୁଣି ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଲଢେଇ ହୋଇଥିଲା। ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ମାତ୍ର ୨ ରନରେ ୨ ଟି ୱିକେଟ ହରାଇ ପାଳି ସମାପ୍ତ କରିଥିଲା। ଭାରତ ପକ୍ଷରୁ ଅର୍ଶଦୀପ ସିଂହ ଚମତ୍କାର ବୋଲିଂ କରି ଶ୍ରୀଲଙ୍କାକୁ ୨ ରନରେ ଅଟକାଇବା ସହ ୨ ଟି ୱିକେଟ ଅକ୍ତିଆର କରିଥିଲେ।

ତେବେ ଭାରତୀୟ ଦଳ ପକ୍ଷରୁ ସୂର୍ଯ୍ୟକୁମାର ଏବଂ ଶୁବମାନ ଗିଲ ବ୍ୟାଟିଂ କରିବାକୁ ଆସିଥିଲେ। ୱାନିନ୍ଦୁ ହସରଙ୍ଗାଙ୍କ ପ୍ରଥମ ବଲରେ ଏକ ସୁନ୍ଦର ସଟ ମାରି ସୂର୍ଯ୍ୟ ୩ ରନ ନେଇ ଦଳକୁ ବିଜୟ କରାଇଥିଲେ।

ଏହିପରି ଭାରତୀୟ ଦଳ ଏସିଆ କପରେ ଅପରାଜେୟ ରହି ଫାଇନାଲ ପର୍ଯ୍ୟନ୍ତ ଯାତ୍ରା କରିଛି। ଫାଇନାଲରେ ପାରମ୍ପରିକ ପ୍ରତିଦ୍ଵନ୍ଦୀ ପାକିସ୍ତାନକୁ ଭାରତ ଆସନ୍ତା ୨୮ ତାରିଖରେ ଭେଟିବ। ଫାଇନାଲ ମ୍ୟାଚ ସନ୍ଧ୍ୟା ୮ ଟା ରେ ଆରମ୍ଭ ହେବ ଏବଂ ୭.୩୦ ରେ ଟସ ପଡ଼ିବ।

Asia Cup 2025 ଭାରତ ରୋମାଞ୍ଚକର ମ୍ୟାଚ ଶ୍ରୀଲଙ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ୍-କିସାନ୍‍ର ୨୧ତମ କିସ୍ତି ଜାରି, କେନ୍ଦ୍ର କୃଷିମନ୍ତ୍ରୀଙ୍କ ପକ୍ଷରୁ ଚାଷୀଙ୍କୁ ୫୪୦ କୋଟିର ସହାୟତା

September 26, 2025

ଦୋଷୀ ସାବ୍ୟସ୍ତ ହେଲେ ସୂର୍ଯ୍ୟକୁମାର ଯାଦବ, କାର୍ଯ୍ୟାନୁଷ୍ଠାନ ନେଲା ICC

September 26, 2025

ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 26, 2025

କୋଲକାତାରେ ଦୁର୍ଗା ପୂଜା ମଣ୍ଡପକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 26, 2025
Latest News

Asia Cup-2025: ରୋମାଞ୍ଚକ ମ୍ୟାଚରେ ଶ୍ରୀଲଙ୍କା ଠାରୁ ସୁପର ଓଭରରେ ଜିତିଲା ଭାରତ

September 27, 2025

ବିଜେପି ସେବାପକ୍ଷ ଉପଲକ୍ଷେ ବାଣପୁରରେ ରକ୍ତଦାନ ଶିବିର

September 26, 2025

ପିଏମ୍-କିସାନ୍‍ର ୨୧ତମ କିସ୍ତି ଜାରି, କେନ୍ଦ୍ର କୃଷିମନ୍ତ୍ରୀଙ୍କ ପକ୍ଷରୁ ଚାଷୀଙ୍କୁ ୫୪୦ କୋଟିର ସହାୟତା

September 26, 2025

ଦୋଷୀ ସାବ୍ୟସ୍ତ ହେଲେ ସୂର୍ଯ୍ୟକୁମାର ଯାଦବ, କାର୍ଯ୍ୟାନୁଷ୍ଠାନ ନେଲା ICC

September 26, 2025

ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.