Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା, ଜଣେ ମୃତ, ୫ ଆହତ
ଆଜିର ଖବର

ବାଣପୁର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା, ଜଣେ ମୃତ, ୫ ଆହତ

September 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା
ବାଣପୁର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା, ଜଣେ ମୃତ, ୫ ଆହତ

ବାଣପୁର: ଜାତୀୟ ରାଜପଥ-୧୬ ବାଣପୁର ଓଭରବ୍ରିଜ ନିକଟରେ ତିନିଟି ବସରେ ସିରିଜ ଦୁର୍ଘଟଣା ଘଟିଛି। ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କ ମଧ୍ୟରୁ ଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ଆଜି ସକାଳୁ ଏକ ଗାଈକୁ ବଞ୍ଚେଇବାପାଇଁ ଶିମିଳିଗୁଡାରୁ ଭୁବନେଶ୍ବର ଯାଉଥିବା ବସଟି ଅଟକିଥିବା ବେଳେ ପଛରୁ ଆସୁଥିବା ଏକ ବାଇକକୁ ଅନ୍ୟ ଏକ ବସ ପାଇଲଗୁଡ଼ାରୁ ଭୁବନେଶ୍ଵର ଯାଉଥିବା ବସ ବାଇକକୁ ଧକ୍କା ଦେଇଥିଲା।  ତା ପଛକୁ ବିଶାଖାପାଟଣାରୁ କଲିକତା ଯାଉଥିବା ବସଟି ତା ଧକ୍କା ଦେଇଥିଲା। ଫଳରେ ବାଇକରେ ବସିଥିବା ନିମିକ୍ଷେତା ଗ୍ରାମର ଶୁଭମଜ୍ୟୋତି ପ୍ରହରାଜଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ଅନ୍ୟ ମାନଙ୍କ ମଧ୍ୟରେ ୨ ଜଣ ଯାତ୍ରୀ ଓ ସହକାରୀ ଡ୍ରାଇଭର ଓ ହେଲପର ଆହତ ହୋଇ ବାଲୁଗାଁ ଡାକ୍ତରଖାନା ଚିକିତ୍ସିତ ହେଉଛନ୍ତି। ତୃତୀୟ ବସର ଡ୍ରାଇଭରେ ଫେରାର ଅଛନ୍ତି। ବାଣପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ଜଣେ ମୃତ ବାଣପୁର ସିରିଜ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସାକେତ କୋର୍ଟ କୋଠାରୁ ଡେଇଁ ଜଣେ କର୍ମଚାରୀଙ୍କ ଆତ୍ମହତ୍ୟା: ମିଳିଲା ସୁଇସାଇଡ ନୋଟ୍

January 9, 2026

ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି

January 9, 2026

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026
Latest News

ସାକେତ କୋର୍ଟ କୋଠାରୁ ଡେଇଁ ଜଣେ କର୍ମଚାରୀଙ୍କ ଆତ୍ମହତ୍ୟା: ମିଳିଲା ସୁଇସାଇଡ ନୋଟ୍

January 9, 2026

ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି

January 9, 2026

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026

‘ଚାକିରି ବଦଳରେ ଜମି’ ମାମଲା: ଲାଲୁ ଯାଦବଙ୍କ ପରିବାରକୁ ବଡ଼ ଝଟକା ଦେଲେ କୋର୍ଟ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.