Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ
ଆଜିର ଖବର

ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ
ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

ଭୁବନେଶ୍ୱର: ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌) ପକ୍ଷରୁ ଅତ୍ୟନ୍ତ ଉତ୍ସାହର ସହ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ହସ୍ପିଟାଲ୍‌ର କର୍ମକର୍ତ୍ତାଙ୍କ ପକ୍ଷରୁ ମହତ୍ୱପୂର୍ଣ୍ଣ ଆଲୋଚନା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

କାର୍ଯ୍ୟକ୍ରମରେ ହସ୍ପିଟାଲ୍‌ର ଚିଫ୍ ଅଫ୍ ମେଡିକାଲ୍ ସର୍ଭିସେସ୍ ବ୍ରିଗେଡିୟର (ଡାକ୍ତର) ବିରାଜ ମୋହନ ମିଶ୍ର ଏବଂ ମେଡିକାଲ୍ ସୁପରିଟେଣ୍ଡେଂଟ ଡାକ୍ତର ପ୍ରଶାନ୍ତ କୁମାର ପଣ୍ଡା ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମମର ଫାର୍ମାସୀ ବିଭାଗର ମୁଖ୍ୟ ଦିଲ୍ଲୀପ କୁମାର ଦାସମହାପାତ୍ର ସ୍ୱାସ୍ଥ୍ୟ ସେବା ପ୍ରଦାନରେ ଫାର୍ମାସିଷ୍ଟମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।

ହସ୍ପିଟାଲ୍‌ର ଚିଫ୍ ଏଗ୍‌ଜିକ୍ୟୁଟିଭ ଅଫିସର ଡକ୍ଟର ଶ୍ୱେତପଦ୍ମା ଦାଶ ଏକ ସ୍ୱତନ୍ତ୍ର ବାର୍ତ୍ତା ମାଧ୍ୟମରେ ସୁରକ୍ଷିତ ଚିକିତ୍ସା ନିମନ୍ତେ ଫାର୍ମାସିଷ୍ଟମାନଙ୍କର ସ୍ୱତନ୍ତ୍ର ଦାୟିତ୍ୱ ରହିଛି ବୋଲି କହିଥିଲେ। ସେମାନେ କେବଳ ଉପଯୁକ୍ତ ଚିକିତ୍ସା ନୁହେଁ ବରଂ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାରେ ରୋଗୀର ବିଶ୍ୱାସ ବଢ଼ାଇବାରେ ସ୍ୱତନ୍ତ୍ର ଭୂମିକା ତୁଲାଇଥାନ୍ତି ବୋଲି ଡକ୍ଟର ଦାଶ କହିଥିଲେ।

ଚଳିତ ବର୍ଷର ପ୍ରସଙ୍ଗ ‘ଥିଙ୍କ ହେଲ୍‌ଥ, ଥିଙ୍କ ଫାର୍ମାସିଷ୍ଟ’କୁ ନେଇ କାର୍ଯ୍ୟକ୍ରମରେ ବିଶେଷ ଆଲୋଚନା କରାଯାଇଥିଲା।
ଏକ ବାର୍ତ୍ତାରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଫାର୍ମାସିଷ୍ଟମାନଙ୍କ ଭୂମିକା କେବଳ ଔଷଧ ପ୍ରଦାନ ନୁହେଁ ତା’ଠାରୁ ଅଧିକ ବ୍ୟାପକ ବୋଲି କହିଛନ୍ତି। ସେମାନେ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାର ଜଣେ ଜଣେ ସହଯୋଗୀ ଯେଉଁମାନେ କି ରୋଗୀ ସେବାର ମୂଳଦୁଆକୁ ସୁଦୃଢ଼ କରିଥାନ୍ତି ବୋଲି ପ୍ରଫେସର ନାୟକ କହିଛନ୍ତି।

କାର୍ଯ୍ୟକ୍ରମ ଶେଷରେ କ୍ଲିନିକାଲ୍ ଫାର୍ମାକୋଲଜି ବିଭାଗର ମୁଖ୍ୟ ସନ୍ତୋଷ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

ବିଶ୍ୱ ଫାର୍ମାସିଷ୍ଟ ଦିବସ ସମ୍ ଅଲ୍ଟିମେଟ ମେଡିକେୟା ସାଂସ୍କୃତିକ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଅଛି ଏପରି ଗାଁ, ଯେଉଁଠାରୁ ପ୍ରତି ଘରୁ ଜଣେ ଜଣେ ହୋଇଛନ୍ତି ସୈନିକ

September 27, 2025

ହାରିସ୍‌ ରୌଫଙ୍କୁ ଜରିମାନା ପରେ ମଧ୍ୟ ସୁଧୁରୁନି ପାକିସ୍ତାନ: ନୂଆ ନାଟକ ସୃଷ୍ଟି କଲେ ପିସିବି ଅଧ୍ୟକ୍ଷ

September 27, 2025

ବିହାର ବିଜୟ ପାଇଁ ଗୁପ୍ତ ମନ୍ତ୍ରଣା କଲେ ବିଜେପି ଚାଣକ୍ୟ ଅମିତ ଶାହ

September 27, 2025

ସୋନମ ୱାଙ୍ଗଚୁକଙ୍କ ରହିଛି ପାକିସ୍ତାନୀ ଲିଙ୍କ୍?: ଲଦାଖ ଡିଜିପି ଙ୍କ ଆଶ୍ଚର୍ଯ୍ୟଜନକ ଦାବି

September 27, 2025
Latest News

ଶତ୍ରୁମାନଙ୍କୁ ଧ୍ୱଂସ କରିବ “ଅନନ୍ତ ଶସ୍ତ୍ର”: ସେନାର କ୍ରୟ ପ୍ରକ୍ରିୟା ଆରମ୍ଭ

September 27, 2025

ଭାରତରେ ଅଛି ଏପରି ଗାଁ, ଯେଉଁଠାରୁ ପ୍ରତି ଘରୁ ଜଣେ ଜଣେ ହୋଇଛନ୍ତି ସୈନିକ

September 27, 2025

ହାରିସ୍‌ ରୌଫଙ୍କୁ ଜରିମାନା ପରେ ମଧ୍ୟ ସୁଧୁରୁନି ପାକିସ୍ତାନ: ନୂଆ ନାଟକ ସୃଷ୍ଟି କଲେ ପିସିବି ଅଧ୍ୟକ୍ଷ

September 27, 2025

ବିହାର ବିଜୟ ପାଇଁ ଗୁପ୍ତ ମନ୍ତ୍ରଣା କଲେ ବିଜେପି ଚାଣକ୍ୟ ଅମିତ ଶାହ

September 27, 2025

ସୋନମ ୱାଙ୍ଗଚୁକଙ୍କ ରହିଛି ପାକିସ୍ତାନୀ ଲିଙ୍କ୍?: ଲଦାଖ ଡିଜିପି ଙ୍କ ଆଶ୍ଚର୍ଯ୍ୟଜନକ ଦାବି

September 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.