Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରିରେ ପ୍ରବଳ ବର୍ଷା : ପୋଲ ଉପରେ ଚାଲିଛି ପାଣି
ଆଜିର ଖବର

ମାଲକାନଗିରିରେ ପ୍ରବଳ ବର୍ଷା : ପୋଲ ଉପରେ ଚାଲିଛି ପାଣି

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ କୋରକୋଣ୍ଡା ଓ ଏମ୍‌ଭି-୩୬ ପୋଲ ଉପରେ ୫ ଫୁଟ୍‌ର ପାଣି ପ୍ରଭାବିତ ହେଉଛି। ତେଣୁ ମାଲକାନଗିରି-ବାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏଥିଯୋଗୁ ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହୋଇଛି।  କୋରକୁଣ୍ଡା, ଏମ୍‌ଭି ୯୬ ଓ ଏମ୍‌ଭି ୩୭ ପୋଲ ଉପରେ ପାଣି ଚାଲିଥିବାବେଳେ ବାଲିମେଳା-ମାଲକାନଗିରି ଓ କାଲିମେଳା-ମୋଟୁ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଗତ ୨୯ ତାରିଖରେ ଜିଲ୍ଲାରେ ଲଗାଣ ବର୍ଷା ହୋଇଥିବାରୁ ବନ୍ୟା ସ୍ଥିତି ଉପୁଜିଥିଲା। ବର୍ଷା ଯୋଗୁ ପୋଟେରୁ, କାଙ୍କୋରକୋଣ୍ଡା, କନ୍ୟାଶ୍ରମ, ଏମ୍‌ଭି ୯୦ ଓ କୋରକୁଣ୍ଡା ଭଳି ସ୍ଥାନରେ ଥିବା ପୋଲ ଉପରେ ବର୍ଷା ଜଳ ପ୍ରବାହିତ ହୋଇଥିଲା। ତେଣୁ ମାଲକାନଗିରି-କାଲିମେଳା, କାଲିମେଳା-ପଡିଆ, କାଲିମେଳା-ମୋଟୁ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ପୋଲ ଉପରେ ପାଣି ପ୍ରଭାବିତ ହୋଇଥିବାରୁ  ଉଭୟ ପଟେ ଗାଡ଼ି ମୋଟର ଅଟକି ରହିଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026

ଡ୍ୟାମରେ ବୁଡି ନାବାଳକ ମୃତ

May 31, 2026

ସିରିଜ ଦୁର୍ଘଟଣା: ୩ ଗୁରୁତର

May 31, 2026
Latest News

କୋହିଲି ଦେଲେ ‘ବିରାଟ’ ବିଜୟ: କ୍ରମାଗତ ଦ୍ଵିତୀୟ ଥର ଟାଇଟଲ ଜିତିଲା RCB

May 31, 2026

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026

ଡ୍ୟାମରେ ବୁଡି ନାବାଳକ ମୃତ

May 31, 2026

ସିରିଜ ଦୁର୍ଘଟଣା: ୩ ଗୁରୁତର

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.