Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷଙ୍କ ଆବଶ୍ୟକତା ନାହିଁ – ଏସ୍‌. ଜୟଶଙ୍କର
ଆଜିର ଖବର

କାଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷଙ୍କ ଆବଶ୍ୟକତା ନାହିଁ – ଏସ୍‌. ଜୟଶଙ୍କର

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ଲାଗି ପୁଣି ଥରେ ପ୍ରସ୍ତାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ । ଏହି ପ୍ରସଙ୍ଗରେ ଭାରତରର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ପ୍ରତିକ୍ରିୟା ଦେଇ କହିଛନ୍ତି ଯେ,  ଏହି ପ୍ରସଙ୍ଗରେ ତୃତୀୟ ପକ୍ଷଙ୍କ କୌଣସି ଆବଶ୍ୟକତା ନାହିଁ । ଏହା ଦ୍ବିପାକ୍ଷିକ ପ୍ରସଙ୍ଗ । ବ୍ୟାଙ୍କକରେ ଆଜି ଭାରତୀୟ ବିଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ ପିମ୍ପୋଓଙ୍କ ସହ ଆଲୋଚନା କରିଛନ୍ତି । ଦୁଇ ଦେଶର ପ୍ରତିନିଧିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସ୍ତରରେ ଆଲୋଚନା ହୋଇଥିଲା । ବୈଠକ ପରେ ଜୟଶଙ୍କର କାଶ୍ମୀର ପ୍ରସଙ୍ଗରେ କେବଳ ପାକିସ୍ତାନ ସହ ଆଲୋଚନା ହେବ ବୋଲି କହିଛନ୍ତି ଜୟଶଙ୍କର । ଜୟଶଙ୍କର ଓ ମାଇକ ପାମ୍ପିଓ ଆର୍ଥିକ ଓ ବ୍ୟବସାୟିକ ନୀତି ଉପରେ ଚର୍ଚ୍ଚା କରିଛନ୍ତି । ଦୁଇ ଦେଶ ମଧ୍ୟରେ ସମ୍ପର୍କ ଭଲ ରହିଥିବା ବେଳେ ବ୍ୟବସାୟିକ ଦୃଷ୍ଟିରୁ କିଛି ବିବାଦ ରହିଛି । ତେବେ ଏହି ବୈଠକ ପରେ ଏଥିରେ କିଛି ସୁଧାର ଆସିବା ନେଇ ଆଶା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁ ଗସ୍ତରେ ଯାଇ ଜୋହ କ୍ୟାମ୍ପସ ପରିଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

September 21, 2025

ଓଡ଼ିଶାରେ ପ୍ରଥମ ଥର ଅନୁଷ୍ଠିତ ହୋଇଛି ଭାରତ ପଲ୍ୟୁଟ୍ରି ଏକ୍ସପୋ-୨୦୨୫

September 21, 2025

ଯକ୍ଷ୍ମା ରୋଗୀମାନଙ୍କୁ ଖାଦ୍ୟଝୁଡ଼ି ବିତରଣ କଲେ ରାଜ୍ୟପାଳ

September 21, 2025

ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ନିରୀକ୍ଷଣ

September 21, 2025
Latest News

ତାମିଲନାଡୁ ଗସ୍ତରେ ଯାଇ ଜୋହ କ୍ୟାମ୍ପସ ପରିଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

September 21, 2025

ଓଡ଼ିଶାରେ ପ୍ରଥମ ଥର ଅନୁଷ୍ଠିତ ହୋଇଛି ଭାରତ ପଲ୍ୟୁଟ୍ରି ଏକ୍ସପୋ-୨୦୨୫

September 21, 2025

ଯକ୍ଷ୍ମା ରୋଗୀମାନଙ୍କୁ ଖାଦ୍ୟଝୁଡ଼ି ବିତରଣ କଲେ ରାଜ୍ୟପାଳ

September 21, 2025

ଭୁବନେଶ୍ୱର – ବ୍ରହ୍ମପୁର ରେଳ ସେକ୍ସନରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ନିରୀକ୍ଷଣ

September 21, 2025

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.