Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷଙ୍କ ଆବଶ୍ୟକତା ନାହିଁ – ଏସ୍‌. ଜୟଶଙ୍କର
ଆଜିର ଖବର

କାଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷଙ୍କ ଆବଶ୍ୟକତା ନାହିଁ – ଏସ୍‌. ଜୟଶଙ୍କର

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ଲାଗି ପୁଣି ଥରେ ପ୍ରସ୍ତାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ । ଏହି ପ୍ରସଙ୍ଗରେ ଭାରତରର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ପ୍ରତିକ୍ରିୟା ଦେଇ କହିଛନ୍ତି ଯେ,  ଏହି ପ୍ରସଙ୍ଗରେ ତୃତୀୟ ପକ୍ଷଙ୍କ କୌଣସି ଆବଶ୍ୟକତା ନାହିଁ । ଏହା ଦ୍ବିପାକ୍ଷିକ ପ୍ରସଙ୍ଗ । ବ୍ୟାଙ୍କକରେ ଆଜି ଭାରତୀୟ ବିଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ ପିମ୍ପୋଓଙ୍କ ସହ ଆଲୋଚନା କରିଛନ୍ତି । ଦୁଇ ଦେଶର ପ୍ରତିନିଧିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସ୍ତରରେ ଆଲୋଚନା ହୋଇଥିଲା । ବୈଠକ ପରେ ଜୟଶଙ୍କର କାଶ୍ମୀର ପ୍ରସଙ୍ଗରେ କେବଳ ପାକିସ୍ତାନ ସହ ଆଲୋଚନା ହେବ ବୋଲି କହିଛନ୍ତି ଜୟଶଙ୍କର । ଜୟଶଙ୍କର ଓ ମାଇକ ପାମ୍ପିଓ ଆର୍ଥିକ ଓ ବ୍ୟବସାୟିକ ନୀତି ଉପରେ ଚର୍ଚ୍ଚା କରିଛନ୍ତି । ଦୁଇ ଦେଶ ମଧ୍ୟରେ ସମ୍ପର୍କ ଭଲ ରହିଥିବା ବେଳେ ବ୍ୟବସାୟିକ ଦୃଷ୍ଟିରୁ କିଛି ବିବାଦ ରହିଛି । ତେବେ ଏହି ବୈଠକ ପରେ ଏଥିରେ କିଛି ସୁଧାର ଆସିବା ନେଇ ଆଶା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026
Latest News

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.