Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁର ପ୍ରତିଷ୍ଠିତ ବ୍ୟବସାୟୀଙ୍କ ପୁତ୍ରଙ୍କୁ ଅପହରଣ ଅଭିଯୋଗ: ପୋଲିସର ତଦନ୍ତ ଜାରି
ଆଜିର ଖବର

ବାଲୁଗାଁର ପ୍ରତିଷ୍ଠିତ ବ୍ୟବସାୟୀଙ୍କ ପୁତ୍ରଙ୍କୁ ଅପହରଣ ଅଭିଯୋଗ: ପୋଲିସର ତଦନ୍ତ ଜାରି

September 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ
ବାଲୁଗାଁର ପ୍ରତିଷ୍ଠିତ ବ୍ୟବସାୟୀଙ୍କ ପୁତ୍ରଙ୍କୁ ଅପହରଣ ଅଭିଯୋଗ: ପୋଲିସର ତଦନ୍ତ ଜାରି

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳର ପ୍ରତିଷ୍ଠିତ ବ୍ୟବସାୟୀ ବିଜୟ ସୁବୁଦ୍ଧିଙ୍କ ପୁତ୍ର ସୁଶୀଲ ସୁବୁଦ୍ଧିଙ୍କୁ କେହି ଦୁର୍ବୁତ୍ତ ଅପହରଣ କରିଥିବା ନେଇ ଅଭିଯୋଗ ହୋଇଛି। ସୁଶୀଲଙ୍କ ଘନିଷ୍ଠ ବ୍ୟବସାୟୀ ସହଯୋଗୀଙ୍କ ସୂଚନା ମୁତାବକ ଗତକାଲି ରାତି ପାଖାପାଖି ସାଢେ ଏଗାର ବେଳେ ସୁଶୀଲ ବାଲୁଗାଁ ଆଇଡିବିଆଇ ବ୍ୟାଙ୍କ ତଳେ ଥିବା ତାଙ୍କ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ କରି ଏକ ସ୍କୁଟି ଡ଼ିକିରେ ଟଙ୍କା ନେଇ ଘରକୁ ଫେରୁଥିବା ବେଳେ ପାଟଣା ସାହି ସ୍କୁଲ ନିକଟରେ ଏକ କାରରେ କିଛି ଦୁର୍ବୁତ୍ତ ଆସି ସୁଶୀଲଙ୍କୁ ଅପହରଣ କରି ନେଇଯାଇଥିଲେ ଏବଂ ସ୍କୁଟି ମଧ୍ୟ ନେଇଯାଇଥିଲେ। ଘଟଣାସ୍ଥଳରେ ସୁଶୀଲଙ୍କ ଚପଲ ପଡିଥିବା ବେଳେ ବର୍ତ୍ତମାନ ତାଙ୍କ ପରିବାରବର୍ଗ ବାଲୁଗାଁ ଥାନାରେ ଏତଲା ଦେବା ପ୍ରକ୍ରିୟା ଜାରି ରଖିଛନ୍ତି।

ତେବେ ଏ ନେଇ ବାଲୁଗାଁ ଏସଡିପିଓ ସଞ୍ଜୟ କୁମାର ପଟ୍ଟନାୟକଙ୍କୁ ପଚାରିବାରୁ ତାଙ୍କ ପରିବାରବର୍ଗ ପୋଲିସକୁ ମୌଖିକ ଭାବେ ସୁଶୀଲ ନିଖୋଜ ଥିବା ଆଜି ସକାଳେ ଜଣାଇଥିବା ବେଳେ ପୋଲିସ ଏ ନେଇ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି।

ଅପହରଣ ଅଭିଯୋଗ ପୋଲିସର ତଦନ୍ତ ଜାରି ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026

ସାରା ରାଜ୍ୟରେ ପାଳନ ହେବ ଓଡ଼ିଆ ପକ୍ଷ, ବସିଲା ପ୍ରସ୍ତୁତି ବୈଠକ, ଜାଣନ୍ତୁ ଏଥିରେ କଣ ହେବ

February 5, 2026

ଉଦ୍‌ଘାଟିତ ହେଲା ୫୭ଟି ନୂଆ ସବ୍‌-ରେଜିଷ୍ଟ୍ରେସନ୍ ଅଫିସ୍, ଆମ ସାଥୀ WhatsApp Bot ବ୍ୟବସ୍ଥା

February 5, 2026

ଓଡ଼ିଶାରେ ସଚିବ ସ୍ତରରେ ବଡ଼ ଅଦଳବଦଳ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ଵ

February 5, 2026
Latest News

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026

ସାରା ରାଜ୍ୟରେ ପାଳନ ହେବ ଓଡ଼ିଆ ପକ୍ଷ, ବସିଲା ପ୍ରସ୍ତୁତି ବୈଠକ, ଜାଣନ୍ତୁ ଏଥିରେ କଣ ହେବ

February 5, 2026

ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ

February 5, 2026

ଉଦ୍‌ଘାଟିତ ହେଲା ୫୭ଟି ନୂଆ ସବ୍‌-ରେଜିଷ୍ଟ୍ରେସନ୍ ଅଫିସ୍, ଆମ ସାଥୀ WhatsApp Bot ବ୍ୟବସ୍ଥା

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.