Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କତ୍ଥୀ ରିମେକ୍‌ରେ ନଜର ଆସିବେ ଅକ୍ଷୟ କୁମାର
ଆଜିର ଖବର

କତ୍ଥୀ ରିମେକ୍‌ରେ ନଜର ଆସିବେ ଅକ୍ଷୟ କୁମାର

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ତାମିଲ୍‌ ଫିଲ୍ମ କତ୍ଥୀର ହିନ୍ଦି ରିମେକ୍‌ରେ ନଜର ଆସିବାକୁ ଯାଉଛନ୍ତି ବଲିଉଡ୍‌ ସୁପରଷ୍ଟାର ଅକ୍ଷୟ କୁମାର । କିଛିଦିନ ପୂର୍ବରୁ ଅଜିତ କୁମାରଙ୍କ ବୀରମ୍‌ ର ହିନ୍ଦି ରିମେକ୍‌ ସମ୍ପର୍କରେ ଘୋଷଣା କରିଥିବା ଅକ୍ଷୟ ଏ ଆର ମୁରୁଗାଦୋସଙ୍କ କତ୍ଥୀରେ ନଜର ଆସିବେ ବୋଲି ଜଣାପଡିଛି । ମିଶନ ମଙ୍ଗଲର ନିର୍ଦ୍ଦେଶକ ଜଗନ ଶକ୍ତି ଏହି ଫିଲ୍ମର ନିର୍ଦ୍ଦେଶନା ଦେବେ । ଫିଲ୍ମର ନାମ ଇକ୍କା ରହିବା ନେଇ ଅକ୍ଷୟ ସ୍ପଷ୍ଟ କରିଛନ୍ତି । ଏହି ଫିଲ୍ମଟି ଉଭୟ ତାମିଲ ଏବଂ ତେଲୁଗୁରେ ନିର୍ମିତ ହୋଇଥିବା ବେଳେ ଫିଲ୍ମଟି ବ୍ଲକ୍‌ବଷ୍ଟର ରହିଥିଲା । ମିଶନ ମଙ୍ଗଲ ରିଲିଜ୍‌ ପରେ ଏହି ଫିଲ୍ମର ସୁଟିଂ ଆରମ୍ଭ ହେବ ବୋଲି ନିର୍ଦ୍ଦେଶକ ଜଗନ ଶକ୍ତି ସୂଚନା ଦେଇଛନ୍ତି । ମିଶନ ମଙ୍ଗଲରେ ଅକ୍ଷୟଙ୍କ ବ୍ୟତିତ ବିଦ୍ୟା ବାଲାନ, ତାପସୀ ପାନ୍ନୁ, କୀର୍ତ୍ତୀ କୁହ୍ଲାରୀ, ସୋନାକ୍ଷୀ ସିହ୍ନା, ନିତ୍ୟା ମେନେନ ଏବଂ ଶର୍ମନ ଯୋଶୀ ପ୍ରମୁଖ ଭୂମିକାରେ ନଜର ଆସୁଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ: ରାହୁଲ ଗାନ୍ଧୀଙ୍କ କେରଳ ଗସ୍ତ ରଦ୍ଦ

March 25, 2026

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Latest News

ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ: ରାହୁଲ ଗାନ୍ଧୀଙ୍କ କେରଳ ଗସ୍ତ ରଦ୍ଦ

March 25, 2026

ବିଶ୍ୱ ସଙ୍କଟ ସମୟରେ କୃଷି କ୍ଷେତ୍ରରେ ସ୍ଥିରତା ପାଇଁ ଶିବରାଜ ସିଂହ ଚୌହାନଙ୍କ ଉଚ୍ଚସ୍ତରୀୟ ବୈଠକ

March 25, 2026

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.