Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛୁଟିରେ ମଧ୍ୟ ଲୋକସେବା ଭବନ ଆସି କାମ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜିର ଖବର

ଛୁଟିରେ ମଧ୍ୟ ଲୋକସେବା ଭବନ ଆସି କାମ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଛୁଟିରେ ମଧ୍ୟ ଲୋକସେବା ଭବନ
ଛୁଟିରେ ମଧ୍ୟ ଲୋକସେବା ଭବନ ଆସି କାମ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: କେତେବେଳେ ରାତି ଅଧରେ କେତେବେଳେ ଛୁଟିରେ ସରକାରୀ କାମ କରି ବେଶ ଚର୍ଚ୍ଚାରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଠିକ ସେହିପରି ଆଜି ପୂଜା ଓ ରବିବାର ଛୁଟି ଥିବା ବେଳେ ଲୋକସେବା ଭବନରେ କାର୍ଯ୍ୟ କରୁଛନ୍ତି ମୁଖ୍ୟମନ୍ତ୍ରୀ। ନିଜ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀଙ୍କ ସହିତ ସେ କେତେକ ଫାଇଲରେ ଦସ୍ତଖତ କରିଥିବାର ଜଣାପଡିଛି।

ତେବେ ଏ ନେଇ ଖୋଦ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସାମାଜିକ ଗଣମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି। ସେଥିରେ ଲେଖାଯାଇଛି ଯେ, “ସେବା ହିଁ ସଂକଳ୍ପ: ଲୋକଙ୍କ ପାଇଁ ଅବିରତ କାର୍ଯ୍ୟରତ ଲୋକଙ୍କ ମୁଖ୍ୟମନ୍ତ୍ରୀ ଲୋକଙ୍କ ସୁବିଧା ପାଇଁ ପୂଜା ଛୁଟିରେ ସରକାରୀ କାର୍ଯ୍ୟ କରିବା ସହିତ ମୁଖ୍ୟଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ବିକାଶମୂଳକ ଯୋଜନା ସମ୍ପର୍କରେ ଆଲୋଚନା କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।”

Flipkart Announces ‘Shubh Muhurat Deals’ With Astrotalk

ଛୁଟିରେ ମଧ୍ୟ କାମ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.