Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସିଆ କପ ଫାଇନାଲ ପୂର୍ବରୁ ଭରତକୁ ବଡ ଝଟକା: ହାର୍ଦ୍ଦିକ ପାଣ୍ଡ୍ୟା ବାହାର
ଆଜିର ଖବର

ଏସିଆ କପ ଫାଇନାଲ ପୂର୍ବରୁ ଭରତକୁ ବଡ ଝଟକା: ହାର୍ଦ୍ଦିକ ପାଣ୍ଡ୍ୟା ବାହାର

September 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ହାର୍ଦ୍ଦିକ ପାଣ୍ଡ୍ୟା ବାହାର
ଏସିଆ କପ ଫାଇନାଲ ପୂର୍ବରୁ ଭରତକୁ ବଡ ଝଟକା: ହାର୍ଦ୍ଦିକ ପାଣ୍ଡ୍ୟା ବାହାର

ନୂଆଦିଲ୍ଲୀ: ଆଜି ୨୦୨୫ ଏସିଆ କପ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବ। କିନ୍ତୁ ଏହି ବଡ ମୁକାବିଲା ପୂର୍ବରୁ ଭାରତୀୟ ଦଳକୁ ବଡ ଝଟକା ଲାଗିଛି। ସୂଚନା ଅନୁଯାୟୀ, ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଫାଇନାଲ ମ୍ୟାଚରୁ ବାହାର ହୋଇଯାଇଛନ୍ତି। ସେ ଭାରତ-ଶ୍ରୀଲଙ୍କା ସୁପର-୪ ମ୍ୟାଚରେ ଆହତ ହୋଇଥିଲେ, ଯେଉଁଥିପାଇଁ ହାର୍ଦ୍ଦିକ ମାତ୍ର ଗୋଟିଏ ଓଭର ବୋଲିଂ କରିପାରିଥିଲେ।

ତେବେ ହାର୍ଦ୍ଦିକଙ୍କ ସ୍ଥାନରେ ରିଙ୍କୁ ସିଂଙ୍କୁ ସୁଯୋଗ ମିଳିବ। କିନ୍ତୁ ବଡ ପ୍ରଶ୍ନ ହେଉଛି, ହାର୍ଦ୍ଦିକଙ୍କ ସ୍ଥାନରେ କିଏ ନୂଆ ବଲରେ ବୋଲିଂ କରିବ?

AsiaCup-2025 Harddik Pandya out RINKU SINGH ଏସିଆ କପ ଭରତକୁ ବଡ ଝଟକା ହାର୍ଦ୍ଦିକ ପାଣ୍ଡ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.