Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ରସଗୋଲା ବିବାଦ : ପଶ୍ଚିମବଙ୍ଗକୁ ମିଳିଥିବା ଜିଆଇ ଟ୍ୟାଗ୍‌ ବିରୋଧରେ ହେବ ଶୁଣାଣି
ଆଜିର ଖବର

ପୁଣି ରସଗୋଲା ବିବାଦ : ପଶ୍ଚିମବଙ୍ଗକୁ ମିଳିଥିବା ଜିଆଇ ଟ୍ୟାଗ୍‌ ବିରୋଧରେ ହେବ ଶୁଣାଣି

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁଣି ବିବାଦରେ ରସଗୋଲା । ଓଡ଼ିଶାକୁ ରସଗୋଲା ଜିଆଇ ମାନ୍ୟତା ମିଳିଥିବା ବେଳେ ଏହା ପୂର୍ବରୁ ପଶ୍ଚିମବଙ୍ଗକୁ ମଧ୍ୟ ମିଳିଥିଲା । ଯାହାକୁ ନେଇ ପୁଣି ବିବାଦ ସୃଷ୍ଟି ହୋଇଛି । ଦୀର୍ଘ ଦିନରୁ ରସଗୋଲାକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ରହିଥିଲା । ପଶ୍ଚିମବଙ୍ଗ ଓ ଓଡ଼ିଶା ରସଗୋଲାକୁ ନିଜର ବୋଲି ଦାବୀ କରୁଥିଲେ । ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍‌ ମିଳିବା ପୂର୍ବରୁ ପଶ୍ଚିମବଙ୍ଗକୁ ମଧ୍ୟ ଜିଆଇ ଟ୍ୟାଗ ମିଳିଥିଲା । ଏହା ଉପରେ ଓଡ଼ିଶା ପକ୍ଷରୁ ରମେଶ ଚନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତି ଆବେଦନ କରିଥିଲେ । ପଶ୍ଚିମବଙ୍ଗ ରସଗୋଲାକୁ ମିଳିଥିବା ଜିଆଇ ଟ୍ୟାଗ ରଦ୍ଦ ପାଇଁ ସେ ଆବେଦନ କରିଥିଲେ । ତେଣୁ ପଶ୍ଚିମବଙ୍ଗକୁ ମିଳିଥିବା ଜିଆଇ ଟ୍ୟାଗ ବିରୋଧରେ ଶୁଣାଣି ହେବ । ପଶ୍ଚିମବଙ୍ଗ ସରକାରଙ୍କ ୨ଟି ବିଭାଗକୁ ଜିଆଇ ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି । ସେପ୍ଟେମ୍ବର ୬ରେ ଶୁଣାଣୀ କରାଯିବା ନେଇ ଜିଆଇ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବଢିଲା କମର୍ସିଆଲ ଗ୍ୟାସ ଦର

June 1, 2026

କଟକ ମାଛ ମାର୍କେଟରେ ନିଆଁ

June 1, 2026

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026
Latest News

ବଢିଲା କମର୍ସିଆଲ ଗ୍ୟାସ ଦର

June 1, 2026

କଟକ ମାଛ ମାର୍କେଟରେ ନିଆଁ

June 1, 2026

ଆଉ ନିଅନ୍ତୁ ନାହିଁ ଇଭି ଚାର୍ଜର ଟେନସନ, ଏହି ଆପ କହିବ ଚାର୍ଜିଂ ଷ୍ଟେସନ୍ କେଉଁଠି ?

June 1, 2026

ଆଜି ଜୁନ ୦୧ ତାରିଖ ସୋମବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ଯାନବାହନ ପ୍ରତି ରୁହନ୍ତୁ ସାବଧାନ

June 1, 2026

କୋହିଲି ଦେଲେ ‘ବିରାଟ’ ବିଜୟ: କ୍ରମାଗତ ଦ୍ଵିତୀୟ ଥର ଟାଇଟଲ ଜିତିଲା RCB

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.