Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମକୋର୍ଟରେ ପୁରୀ ଶ୍ରୀମନ୍ଦିର ସଂସ୍କାର ମାମଲା : ଶଙ୍କରାଚାର୍ଯ୍ୟଙ୍କ ଆବେଦନ ଅଗ୍ରାହ୍ୟ
ଆଜିର ଖବର

ସୁପ୍ରିମକୋର୍ଟରେ ପୁରୀ ଶ୍ରୀମନ୍ଦିର ସଂସ୍କାର ମାମଲା : ଶଙ୍କରାଚାର୍ଯ୍ୟଙ୍କ ଆବେଦନ ଅଗ୍ରାହ୍ୟ

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ସୁପ୍ରିମକୋର୍ଟ ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣୀ କରିଛନ୍ତି । ମାମଲାରେ ପକ୍ଷଭୂକ୍ତ ହେବାକୁ ଶଙ୍କରାଚାର୍ଯ୍ୟଙ୍କ ପକ୍ଷରୁ କରାଯାଇଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି । ଶଙ୍କରାଚାର୍ଯ୍ୟ ଏଥିରେ ପକ୍ଷଭୂକ୍ତ ହୋଇପାରିବେ ନାହିଁ ବୋଲି କୋର୍ଟ କହିଛନ୍ତି । କିନ୍ତୁ ସେ ଚାହିଁଲେ ଏହି ପ୍ରସଙ୍ଗରେ ନିଜର ମତାମତ ଦେଇ ପାରିବେ । ଏହାକୁ କୋର୍ଟ ଉପଯୁକ୍ତ ମନେ କଲେ ଗ୍ରହଣ କରିବେ । ଏହି ମାମଲାର ଶୁଣାଣି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଘୁଞ୍ଚାଇଲେ ସୁପ୍ରିମ୍‌କୋର୍ଟ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଓକିଲ ଶ୍ବେତକେତୁ ମିଶ୍ର ଏହି ସମ୍ବନ୍ଧୀୟ ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026
Latest News

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ନୂଆ SOP

June 19, 2026

ଭୟଙ୍କର ସିରିଜ୍ ଦୁର୍ଘଟଣା, ଶିଶୁ ଓ ମହିଳାଙ୍କ ସମେତ ୧୩ ଆହତ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.