Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁନ୍ଦୁଲି ଗଣ ଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲା : ୪ ସପ୍ତାହ ଭିତରେ ତଦନ୍ତ ସାରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ଆଜିର ଖବର

କୁନ୍ଦୁଲି ଗଣ ଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲା : ୪ ସପ୍ତାହ ଭିତରେ ତଦନ୍ତ ସାରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

August 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବହୁ ଚର୍ଚ୍ଚିତ କୁନ୍ଦୁଲି ଗଣ ଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲାର ଶୁଣାଣି କରିଛନ୍ତି ହାଇକୋର୍ଟ । ୪ ସପ୍ତାହରେ ଏହି ମାମଲାର ତଦନ୍ତ ସାରି ରିପୋର୍ଟ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ଘଟଣାର ଏସ୍‌ଆଇଟି ତଦନ୍ତ ଲାଗି ମଧ୍ୟ ପ୍ରସ୍ତାବ ଦେଇଛନ୍ତି ହାଇକୋର୍ଟ । ପୋଲିସ୍‌ ରିପୋର୍ଟରେ ସନ୍ତୁଷ୍ଟ ନ ହେଲେ ଏସ୍‌ଆଇଟି ଗଠନ କରିବାକୁ ପ୍ରସ୍ତାବ ଦେଇଛନ୍ତି କୋର୍ଟ ।  କେନ୍ଦ୍ର ଓ ରାଜ୍ୟସ୍ତରୀୟ ଏଜେନ୍ସି ଅଧିକାରୀଙ୍କୁ ନେଇ ଏସ୍‌ଆଇଟି  ପ୍ରସ୍ତାବ ଦେଇଛନ୍ତି କୋର୍ଟ । ସେପ୍ଟେମ୍ବର ୪ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ । ୨୦୧୭ ମସିହା ଅକ୍ଟୋବର ୧୦ ତାରିଖରେ କୋରାପୁଟ ଜିଲ୍ଲା ମୂଷାଗୁଡ଼ାର ଜଣେ ନବମ ଶ୍ରେଣୀର ଛାତ୍ରୀ କୁନ୍ଦୁଲି ହାଟପଦାକୁ ଫଟୋ ଉଠାଇବା ପାଇଁ ଆସିଥିଲେ । ସେଠାରୁ ସେ କାମ ସାରି ଫେରୁଥିବା ବେଳେ ଖାନ୍ଦା ଘାଟିର ୪ଜଣ ଯବାନ ତାଙ୍କୁ ଗଣବଳାତ୍କାର କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ: ରାହୁଲ ଗାନ୍ଧୀଙ୍କ କେରଳ ଗସ୍ତ ରଦ୍ଦ

March 25, 2026

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Latest News

ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ: ରାହୁଲ ଗାନ୍ଧୀଙ୍କ କେରଳ ଗସ୍ତ ରଦ୍ଦ

March 25, 2026

ବିଶ୍ୱ ସଙ୍କଟ ସମୟରେ କୃଷି କ୍ଷେତ୍ରରେ ସ୍ଥିରତା ପାଇଁ ଶିବରାଜ ସିଂହ ଚୌହାନଙ୍କ ଉଚ୍ଚସ୍ତରୀୟ ବୈଠକ

March 25, 2026

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.