Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସ ବଳର ବଡ ସଫଳତା, ଏକାଥରେ ୧୦୩ ଜଣ ମାଓବାଦୀ କଲେ ଆତ୍ମସମର୍ପଣ
ଆଜିର ଖବର

ପୋଲିସ ବଳର ବଡ ସଫଳତା, ଏକାଥରେ ୧୦୩ ଜଣ ମାଓବାଦୀ କଲେ ଆତ୍ମସମର୍ପଣ

October 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୋଲିସ ବଳର ବଡ ସଫଳତା
ପୋଲିସ ବଳର ବଡ ସଫଳତା, ଏକାଥରେ ୧୦୩ ଜଣ ମାଓବାଦୀ କଲେ ଆତ୍ମସମର୍ପଣ

ପୋଲିସ ବଳର ବଡ ସଫଳତା: ଆଜି ଛତିଶଗଡ଼ର ବିଜାପୁର ଜିଲ୍ଲାରେ ୨୩ ଜଣ ମହିଳା ସମେତ ୧୦୩ ଜଣ ମାଓବାଦୀ ସୁରକ୍ଷା ବାହିନୀ ସମ୍ମୁଖରେ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ମାଓବାଦୀଙ୍କ ମୁଣ୍ଡରେ ଏକ କୋଟି ଛଅ ଲକ୍ଷ ଟଙ୍କାରୁ ଅଧିକ ପୁରସ୍କାର ଥିଲା। ସେମାନେ ବହୁ ବର୍ଷ ଧରି ବିଭିନ୍ନ ମାଓ ସଂଗଠନ ସହିତ ଜଡିତ ଥିଲେ।

ରାଜ୍ୟ ସରକାରଙ୍କ ପୁନର୍ବାସ ନୀତି ଅନୁଯାୟୀ, ପ୍ରତ୍ୟେକ ଆତ୍ମସମର୍ପଣକାରୀ ମାଓବାଦୀଙ୍କୁ ପଚାଶ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଦିଆଯାଇଥିଲା। ଏହି ବର୍ଷ ଜିଲ୍ଲାରେ ଏପର୍ଯ୍ୟନ୍ତ ଚାରିଶହ ଦଶ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହା ସହିତ, ପୃଥକ ଏନକାଉଣ୍ଟରରେ ଚାରିଶହ ଏକୋଇଶ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି ଏବଂ ଏକଶହ ସତାଇଶ ଜଣ ନିହତ ହୋଇଛନ୍ତି।

Gandhi Jayanti: Home Minister Amit Shah Visits Khadi India Showroom

Maobadi ଆତ୍ମସମର୍ପଣ ପୋଲିସ ବଳର ବଡ ସଫଳତା ମାଓବାଦୀ ମାଓବାଦୀ ଆତ୍ମସର୍ମପଣ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.