The Samikhsya Desk: ଆଚାର୍ଯ୍ୟ ଚାଣକ୍ୟ ତାଙ୍କର ଚାଣକ୍ୟ ନୀତିରେ ସତ୍ ଲୋକଙ୍କର ସଜ୍ଞା ନିରୂପଣ କରିଛନ୍ତି। ସେ କହିଛନ୍ତି ଯେ, ଆପଣ କେବେବି ଭାନ୍ତୁ ନାହିଁ ସବୁ ସ୍ଥାନରେ ସତ ଲୋକେ ଥିବେ। ଚାଣକ୍ୟ କେତେକ ଉଦାହରଣ ପ୍ରଦାନ କରିଛନ୍ତି। ମାଣିକ ହେଉଛି ଏକ ମୂଲ୍ୟବାନ ପଥର ଯାହା ପାହାଡରେ ଥାଏ। ହେଲେ ସବୁ ପାହଡରେ ମାଣିକ ମିଳେ ନାହିଁ। ସେହିପରି ମୋତି ହେଉଛି ଏକ ଜୀବଜ ପଦାର୍ଥ। ଏହା ଶାମୁକାରୁ ମିଳିଥାଏ। ହେଲେ ସବୁ ଶାମୁକାରୁ ମୋତି ମିଳି ନ ଥାଏ।
ଚନ୍ଦନ କାଠରୁ କେବଳ ଚନ୍ଦନ ବାହାରିବ, ହେଲେ ସବୁ କାଠରୁ ଚନ୍ଦନ ବାହାରିବ ନାହିଁ। ସେଥିପାଇଁ ଯେ କୌଣସି ବ୍ୟକ୍ତି ସତ୍, ଭଦ୍ର, ଶିକ୍ଷିତ, ଜ୍ଞାନୀ, ଚରିତ୍ରବାନ, ଧର୍ମପରାୟଣ, ମାର୍ଜିତ ହୋଇଥିବ ବୋଲି କେବେ ଭାବିବେ ନାହିଁ।
Infosys Hires 550 Students from Manipal University Jaipur in a Day