Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଏସଆଇ ଚାକିରୀ ବିକ୍ରି କରୁଛି ବିଜେପି ସରକାର, ଏକ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି
ଆଜିର ଖବର

ଏଏସଆଇ ଚାକିରୀ ବିକ୍ରି କରୁଛି ବିଜେପି ସରକାର, ଏକ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି

October 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଏସଆଇ ଚାକିରୀ ବିକ୍ରି
ଏଏସଆଇ ଚାକିରୀ ବିକ୍ରି କରୁଛି ବିଜେପି ସରକାର, ଏକ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ବର: ପୋଲିସ ଏଏସଆଇ ପରୀକ୍ଷା ବାତିଲ ପରେ ବିଜେଡି ରାଜ୍ୟ ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛି। ଶଙ୍ଖଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଲେନିନ ମହାନ୍ତି ରାଜ୍ୟ ସରକାରଙ୍କ ଗୋଚରରେ ପୋଲିସ ଏସଆଇ ଚାକିରୀ ବିକ୍ରି ହେଉଥିଲା ବୋଲି ଅଭିଯୋଗ କରିଛନ୍ତି।

ସେ କହିଛନ୍ତି ଯେ, ଏହି ପରୀକ୍ଷା ପଛରେ ଏକ ବଡ ସ୍କାଣ୍ଡେଲ କାମ କରୁଛି। ରାଜ୍ୟ ସରକାରଙ୍କ ଦମ ଅଛି ତ ପୋଲିସ ଏଏସଆଇ ନିଯୁକ୍ତି ହେରଫେର ଉପରେ ତଦନ୍ତ କରାନ୍ତୁ ବୋଲି ସେ କହିଛନ୍ତି। ବିଜେଡିର ଅଭିଯୋଗ ଅନୁସାରେ ଶ୍ରୀକାକୁଲମ ପୋଲିସ ଆଶାୟୀମାନଙ୍କୁ ଟ୍ରେନିଂ ଦିଆଯାଉଥିଲା। ସେମାନେ 25 ଲକ୍ଷ ଟଙ୍କା ଦେଇଛନ୍ତି ବୋଲି ଶ୍ରୀକାକୁଲମ ପୋଲିସ ଜାଣିବା ପରେ ଓଡିଶା ପୋଲିସକୁ ତାହା ହସ୍ତାନ୍ତର କରିଥିଲା।

ଏହାପରେ ଓଡିଶା ପୋଲିସ ସଜାଗ ହୋଇ ଉଠିଲା। ଅନ୍ୟରାଜ୍ୟର ପୋଲିସ ଏଥିରେ ଥିବାରୁ ଓଡିଶା ପୋଲିସ ବାଧ୍ୟ ହୋଇ ପରୀକ୍ଷା ବାତିଲ କରିବା ସହିତ ୧୧୭ ପିଲାଙ୍କୁ ଗିରଫ କଲେ। ତେବେ ଏହା ପଛର ମୁଖ୍ୟ ଷଢଯନ୍ତ୍ରକାରୀ କିଏ ତାହାକୁ ପୋଲିସ ଏ ପର୍ଯ୍ୟନ୍ତ ଗିରଫ କରିପାରି ନାହିଁ। ଅଯଥା ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ଅନ୍ଧକାର କରି ଦିଆଯାଉଛି ବୋଲି ବିଜେଡି କହିଛି। ରାଜ୍ୟ ସରକାର ଏହି ସ୍କାଣ୍ଡଲକୁ ସିବିଆଇ ଦ୍ବାରା ତଦନ୍ତ କରାନ୍ତୁ ବୋଲି ଦଳ ଦାବୀ କରିଛି।

Infosys Hires 550 Students from Manipal University Jaipur in a Day

BJD ଏଏସଆଇ ଚାକିରୀ ବିକ୍ରି ବିଜେଡି ଲେନିନ ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ବିକ୍ରମ ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

August 31, 2026

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ: ପଶ୍ଚିମ ଓଡ଼ିଶା ପାଇଁ ରେଡ୍‌ ଆଲର୍ଟ

August 31, 2026

“ଆମେ କ୍ଷମତାକୁ ଆସିବା ମାତ୍ରେ ୟୁସିସିକୁ ଉଚ୍ଛେଦ କରିବୁ”: କଂଗ୍ରେସର ବଡ଼ ଦାବି

August 31, 2026

CJPକୁ ବଡ଼ ଆଶ୍ବସ୍ତି: ପଦଯାତ୍ରା ରୋକିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

August 31, 2026
Latest News

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ବିକ୍ରମ ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

August 31, 2026

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ: ପଶ୍ଚିମ ଓଡ଼ିଶା ପାଇଁ ରେଡ୍‌ ଆଲର୍ଟ

August 31, 2026

“ଆମେ କ୍ଷମତାକୁ ଆସିବା ମାତ୍ରେ ୟୁସିସିକୁ ଉଚ୍ଛେଦ କରିବୁ”: କଂଗ୍ରେସର ବଡ଼ ଦାବି

August 31, 2026

CJPକୁ ବଡ଼ ଆଶ୍ବସ୍ତି: ପଦଯାତ୍ରା ରୋକିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

August 31, 2026

ମ୍ୟାଲେରିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.