Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଦୁଗ୍ଧ ବ୍ୟବସାୟ ୭୦ ପ୍ରତିଶତର ଅଦ୍ଭୁତ ଅଭିବୃଦ୍ଧି ଘଟିଛି, ଅମିତ ଶାହ
ଆଜିର ଖବର

ଦେଶରେ ଦୁଗ୍ଧ ବ୍ୟବସାୟ ୭୦ ପ୍ରତିଶତର ଅଦ୍ଭୁତ ଅଭିବୃଦ୍ଧି ଘଟିଛି, ଅମିତ ଶାହ

October 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦେଶରେ ଦୁଗ୍ଧ ବ୍ୟବସାୟ
ଦେଶରେ ଦୁଗ୍ଧ ବ୍ୟବସାୟ କ୍ଷେତ୍ରରେ ୭୦ ପ୍ରତିଶତର ଅଦ୍ଭୁତ ଅଭିବୃଦ୍ଧି ଘଟିଛି, ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ଗତ ୧୧ ବର୍ଷ ମଧ୍ୟରେ ଦେଶର ଦୁଗ୍ଧ କ୍ଷେତ୍ରରେ ୭୦ ପ୍ରତିଶତର ଅଦ୍ଭୁତ ଅଭିବୃଦ୍ଧି ଘଟିଛି। ସେ କହିଛନ୍ତି ଯେ ଏହା ବିଶ୍ୱର ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ କ୍ଷେତ୍ର। ମନ୍ତ୍ରୀ ଆଜି ରୋହତକ ଆଇଏମଟିରେ ସାବର ଡେରୀର ନବନିର୍ମିତ ପ୍ଲାଣ୍ଟକୁ ଉଦଘାଟନ କରିଛନ୍ତି।

ଶ୍ରୀ ଶାହା କହିଛନ୍ତି ଯେ, ସାବର ଡେରୀ ୩୨୫ କୋଟି ଟଙ୍କା ବିନିଯୋଗରେ ସମଗ୍ର ଦେଶର ସର୍ବବୃହତ ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ସମାପ୍ତ କରିଛି। ସେ କହିଛନ୍ତି ଯେ, ଏହା କ୍ଷୀର ଉତ୍ପାଦନ କରୁଥିବା ଚାଷୀଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ ଏବଂ ଏହା ସମଗ୍ର ଏନସିଆର ଅଞ୍ଚଳର ଆବଶ୍ୟକତା ପୂରଣ କରିବ। ସେ କହିଛନ୍ତି ଯେ ପ୍ରତିଦିନ କ୍ଷୀର ସଂଗ୍ରହ ୬୬୦ ଲକ୍ଷ ଲିଟର ଏବଂ ସରକାର ୨୦୨୮-୨୯ ସୁଦ୍ଧା ପ୍ରତିଦିନ କ୍ଷୀର ସଂଗ୍ରହକୁ ଏକ ହଜାର ଲକ୍ଷ ମେଟ୍ରିକ୍ ଟନ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛନ୍ତି।

ଶ୍ରୀ ଶାହା ସମବାୟ ସଂସ୍ଥାଗୁଡ଼ିକୁ ମଜବୁତ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି କହିଛନ୍ତି ଯେ ଏହି ପ୍ଲାଣ୍ଟ ଖୋଲିବା ଦ୍ୱାରା ପ୍ରାୟ ଏକ ହଜାର ଲୋକଙ୍କୁ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ନିଯୁକ୍ତି ସୁଯୋଗ ମିଳିବ।

NIELIT Digital University Launches; Odisha Gets New Centre

ଅମିତ ଶାହ କ୍ଷୀର ସଂଗ୍ରହ ଦୁଗ୍ଧ ବ୍ୟବସାୟ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଆଜି ୨୫ ଲକ୍ଷ ମହିଳାଙ୍କୁ ପ୍ରଦାନ କଲେ ୨,୫୦୦ କୋଟି ଟଙ୍କା

October 3, 2025

ସମ୍ବଲପୁର ରେଢାଖୋଲରେ ୯ତମ ରାବଣ ପୋଡି ମହୋତ୍ସବ ଅନୁଷ୍ଠିତ

October 3, 2025

ହୀରାକୁଦରେ ଉଦଘାଟିତ ହେଲା ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’

October 3, 2025

ପାହାଡ ଧସିବା ନେଇ ଆଇଆଇଟି ଭୁବନେଶ୍ୱରର ବଡ ଗବେଷଣା, ପାର୍ବତ୍ୟ ଅଞ୍ଚଳର ଛୋଟ ଜଳାଶୟ ମୁଖ୍ୟ କାରଣ

October 3, 2025
Latest News

ମୁଖ୍ୟମନ୍ତ୍ରୀ ଆଜି ୨୫ ଲକ୍ଷ ମହିଳାଙ୍କୁ ପ୍ରଦାନ କଲେ ୨,୫୦୦ କୋଟି ଟଙ୍କା

October 3, 2025

ଦେଶରେ ଦୁଗ୍ଧ ବ୍ୟବସାୟ ୭୦ ପ୍ରତିଶତର ଅଦ୍ଭୁତ ଅଭିବୃଦ୍ଧି ଘଟିଛି, ଅମିତ ଶାହ

October 3, 2025

ସମ୍ବଲପୁର ରେଢାଖୋଲରେ ୯ତମ ରାବଣ ପୋଡି ମହୋତ୍ସବ ଅନୁଷ୍ଠିତ

October 3, 2025

ହୀରାକୁଦରେ ଉଦଘାଟିତ ହେଲା ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’

October 3, 2025

ପାହାଡ ଧସିବା ନେଇ ଆଇଆଇଟି ଭୁବନେଶ୍ୱରର ବଡ ଗବେଷଣା, ପାର୍ବତ୍ୟ ଅଞ୍ଚଳର ଛୋଟ ଜଳାଶୟ ମୁଖ୍ୟ କାରଣ

October 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.