Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ କାହିଁକି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆଜିର ଖବର

ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ କାହିଁକି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

October 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆମେରିକା ରାଷ୍ଟ୍ରପତି ଟ୍ରମ୍ପ
ଭାରତ ପାଇଁ ଆଶ୍ୱସ୍ତି!: ଶେଷ ପର୍ଯ୍ୟାୟରେ ଆମେରିକା ସହିତ ଚୁକ୍ତି, ଶୁଳ୍କ ହ୍ରାସ ସମ୍ଭାବନା

ନୂଆଦିଲ୍ଲୀ: ଗାଜାରେ ଶାନ୍ତି ପ୍ରୟାସ ପାଇଁ ନିର୍ଣ୍ଣାୟକ ନେତୃତ୍ୱ ନିମନ୍ତେ ଆମେରିକାର ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ନେତୃତ୍ୱକୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ। ଶ୍ରୀ ମୋଦୀ ଆଜି କହିଛନ୍ତି, ବନ୍ଧକଙ୍କ ମୁକ୍ତି ପାଇଁ ସଙ୍କେତ ମାନବୀୟ ଏବଂ କୂଟନୈତିକ ପ୍ରୟାସ ଦିଗରେ ମହତ୍ୱପୂର୍ଣ୍ଣ ପଦକ୍ଷେପ ।

ପ୍ରଧାନମନ୍ତ୍ରୀ ଏହା ଦୋହରାଇଛନ୍ତି କି, ଭାରତ ଏହି କ୍ଷେତ୍ରରେ ସ୍ଥାୟୀ ଏବଂ ନ୍ୟାୟପୂର୍ଣ୍ଣ ଶାନ୍ତି ପାଇଁ ଯୋଗଦାନ କରୁଥିବା ସମସ୍ତ ପ୍ରୟାସକୁ ସମର୍ଥନ କରିବାକୁ ପ୍ରତିବଦ୍ଧ ।

ଏକ୍ସର ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି;

“ଗାଜାରେ ଶାନ୍ତି ପ୍ରୟାସ ଦିଗରେ ନିର୍ଣ୍ଣାୟକ ପ୍ରଗତି ପାଇଁ ଆମେ ରାଷ୍ଟ୍ରପତି ଟ୍ରମ୍ପଙ୍କ ନେତୃତ୍ୱକୁ ସ୍ୱାଗତ କରୁଛୁ । ବନ୍ଧକଙ୍କ ମୁକ୍ତି ଦିଗରେ ସଙ୍କେତ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ । ସ୍ଥାୟୀ ଏବଂ ନ୍ୟାୟପୂର୍ଣ୍ଣ ଶାନ୍ତି ପ୍ରତିଷ୍ଠା ଦିଗରେ ସମସ୍ତ ପ୍ରୟାସକୁ ଭାରତ ଦୃଢ଼ତାର ସହ ସମର୍ଥନ ଜାରି ରଖିବ।

First Batch of Automobiles Rake Reached Kashmir Valley by Rail

Modi Trump ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଟ୍ରମ୍ପଙ୍କୁ ମୋଦିଙ୍କ ପ୍ରଶଂସା
Share. Facebook Twitter LinkedIn Email WhatsApp Copy Link

Related Posts

Reliance Jio: ଜିଓ ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର, ୧୮ ମାସ ପାଇଁ ମାଗଣାରେ ମିଳିବ ଗୁଗୁଲ୍ ଏଆଇ ପ୍ରୋ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025
Latest News

Reliance Jio: ଜିଓ ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର, ୧୮ ମାସ ପାଇଁ ମାଗଣାରେ ମିଳିବ ଗୁଗୁଲ୍ ଏଆଇ ପ୍ରୋ

October 31, 2025

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.