Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ଚିଲିକା କୂଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର
ଆଜିର ଖବର

ବାଲୁଗାଁ ଚିଲିକା କୂଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

October 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ଚିଲିକା କୂଳ
ବାଲୁଗାଁ ଚିଲିକା କୂଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

ବାଲୁଗାଁ:-ଶନିବାର ଅପରାହ୍ନରେ ଚିଲିକା କୁଳ ନିକଟରୁ ଏକ ଅଜଣା ମୃତ ଶରୀର ଉଦ୍ଧାର କରିଛି ବାଲୁଗାଁ ଅଗ୍ନିଶମ ବାହିନୀ। ଖବର ମୁତାବକ ବାଲୁଗାଁ ମା କାଳିଜାଇ ମୋଟର ବୋଟ ଆସୋସିଏସନ ଯାତ୍ରୀନିବାସ ପଛ ପାର୍ଶ୍ୱରେ ଏକ ଅଜଣା ବୃଦ୍ଧର ମୃତ ଶରୀର ଅନେକ ସମୟ ଧରି ପଡି ରହିଥିଲା।

ଖବରପାଇ ଘଟଣା ସ୍ଥଳରେ ବାଲୁଗାଁ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ବୃଦ୍ଧଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି।

INTACH Odisha Hosts State-Level Heritage Quiz 2025 in Bhubaneswar

ବାଲୁଗାଁ ଚିଲିକା କୂଳ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026
Latest News

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.