Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରଫଲାଇନ୍ ପ୍ରଭାବରେ ଆସନ୍ତା ୯ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆଜିର ଖବର

ଟ୍ରଫଲାଇନ୍ ପ୍ରଭାବରେ ଆସନ୍ତା ୯ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

October 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘଡଘଡି ସହ ବର୍ଷା
Weather Update

ଭୁବନେଶ୍ଵର: ଟ୍ରଫଲାଇନ୍ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନି ଦିଆଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦ରୁ ଅଧିକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ସହିତ ପବନର ବେଗ ଘଣ୍ଟାପ୍ରତି ୫୫ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ସମୁଦ୍ରକୁ ନ ଯିବା ଲାଗି ଚେତାବନୀ ଦିଆଯାଇଛି।

Weather Update
Share. Facebook Twitter LinkedIn Email WhatsApp Copy Link

Related Posts

ବିଧାନସଭା ପରିସରରେ ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କର ଜନ୍ମ ଶତବାର୍ଷିକୀ

October 5, 2025

ଆଇଆଇଟି ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ନମୋ ସେମିକଣ୍ଡକ୍ଟର ପ୍ରୟୋଗଶାଳା

October 5, 2025

ଟଳିଲା ବଡ଼ ଦୁର୍ଘଟଣା: ବ୍ରିଟେନରେ ଏୟାର ଇଣ୍ଡିଆ ବିମାନର ଜରୁରୀକାଳୀନ ଅବତରଣ

October 5, 2025

ବାଣପୁର ମାଟିରେ କବିଗୋଦାବରୀଶ ମହାପାତ୍ରଙ୍କ ୧୨୭ତମ ଜୟନ୍ତୀ ପାଳିତ

October 5, 2025
Latest News

ଟ୍ରଫଲାଇନ୍ ପ୍ରଭାବରେ ଆସନ୍ତା ୯ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

October 5, 2025

ବିଧାନସଭା ପରିସରରେ ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କର ଜନ୍ମ ଶତବାର୍ଷିକୀ

October 5, 2025

ଆଇଆଇଟି ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ନମୋ ସେମିକଣ୍ଡକ୍ଟର ପ୍ରୟୋଗଶାଳା

October 5, 2025

ଟଳିଲା ବଡ଼ ଦୁର୍ଘଟଣା: ବ୍ରିଟେନରେ ଏୟାର ଇଣ୍ଡିଆ ବିମାନର ଜରୁରୀକାଳୀନ ଅବତରଣ

October 5, 2025

କେବେ ଅନୁଷ୍ଠିତ ହେବ ବିହାର ବିଧାନସଭା ନିର୍ବାଚନ?: ସବୁ କିଛି ସ୍ପଷ୍ଟ କଲେ ସିଇସି ଜ୍ଞାନେଶ କୁମାର

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.