Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିବେଦନ
ଆଜିର ଖବର

କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିବେଦନ

October 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକ ଘଟଣାରେ ଶାନ୍ତିଶୃଙ୍ଖଳା
କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିବେଦନ

ଭୁବନେଶ୍ବର: କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । କିନ୍ତୁ, ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି। ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି ଏବଂ ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସହରର ଐତିହ୍ୟକୁ ଆହୁରି ଉପରକୁ ନେବା ପାଇଁ ସମସ୍ତେ ମିଳିମିଶି ଶାନ୍ତି ଶୃଙ୍ଖଳାର ସହିତ ଆଗକୁ ବଢନ୍ତୁ ଏବଂ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

କଟକ ଘଟଣାରେ ଶାନ୍ତିଶୃଙ୍ଖଳା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026

ଖୋଲା ସ୍ଥାନରେ ନମାଜ କରିବାକୁ ମନା!: ବଡ଼ ନିଷ୍ପତ୍ତି ନେଲୀ UAE

March 18, 2026
Latest News

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026

ଖୋଲା ସ୍ଥାନରେ ନମାଜ କରିବାକୁ ମନା!: ବଡ଼ ନିଷ୍ପତ୍ତି ନେଲୀ UAE

March 18, 2026

ମିଶନ ପୋଷଣ ୨.୦: ସ୍ମାର୍ଟଫୋନ୍ ପ୍ରଦାନ ଦ୍ୱାରା ସଶକ୍ତ ହେଉଛନ୍ତି କର୍ମଚାରୀ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.