Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା
ଆଜିର ଖବର

ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

October 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଉପନିର୍ବାଚନ
ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

ଭୁବନେଶ୍ବର: ନୂଆପଡା ଉପନିର୍ବାଚନ ପାଇଁ ବର୍ତ୍ତମାନ ସବୁ ଦଳ ତରଫରୁ ତତ୍ପରତା ପ୍ରକାଶ ପାଇଲାଣି। ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ  ଠିକ କରିସାରିଥିବା କେବଳ ଘୋଷଣା ବାକି ରହିଛି। ହେଲେ ବିଜେପିର କିଏ ପ୍ରାର୍ଥୀ ହେବ ସେ ନେଇ କୌଣସି ନିଷ୍ପତି ହୋଇପାରି ନାହିଁ। ଏହାରି ଭିତରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡା ଗସ୍ତ କରି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଘୋଷଣା କରିବେ ବୋଲି ଜଣାପଡିଛି।

ସୂଚନା ଅନୁସାରେ ଆଜି ମୁଖ୍ୟମନ୍ତ୍ରୀ ନୂଆପଡା ମିନି ଷ୍ଟାଡିୟମରେ ଏକ ବଡ ସଭା କରୁଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଲୋକସଭା ସାଂସଦ ମାଳବିକା ଦେବୀ, ରାଜ୍ୟସଭା ସାଂସଦ ସୁଜିତ କୁମାର ଏବଂ ଖରିଆର ବିଧାୟକ ଅଧିରାଜ ପାଣିଗ୍ରାହୀ ଯୋଗ ଦେଉଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ 1100 କୋଟି ଟଙ୍କାର 957 ଟି ପ୍ରକଳ୍ପର ଉଦଘାଟନ ତଥା ଭତ୍ତିପ୍ରସ୍ତର ସ୍ଥାପନ କରିବେ।

Curfew Imposed in Cuttack for 36 Hours Following Bhasani Clashes
Nuapada Byelection ନୂଆପଡା ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.