Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା
ଆଜିର ଖବର

ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

October 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଉପନିର୍ବାଚନ
ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

ଭୁବନେଶ୍ବର: ନୂଆପଡା ଉପନିର୍ବାଚନ ପାଇଁ ବର୍ତ୍ତମାନ ସବୁ ଦଳ ତରଫରୁ ତତ୍ପରତା ପ୍ରକାଶ ପାଇଲାଣି। ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ  ଠିକ କରିସାରିଥିବା କେବଳ ଘୋଷଣା ବାକି ରହିଛି। ହେଲେ ବିଜେପିର କିଏ ପ୍ରାର୍ଥୀ ହେବ ସେ ନେଇ କୌଣସି ନିଷ୍ପତି ହୋଇପାରି ନାହିଁ। ଏହାରି ଭିତରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡା ଗସ୍ତ କରି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଘୋଷଣା କରିବେ ବୋଲି ଜଣାପଡିଛି।

ସୂଚନା ଅନୁସାରେ ଆଜି ମୁଖ୍ୟମନ୍ତ୍ରୀ ନୂଆପଡା ମିନି ଷ୍ଟାଡିୟମରେ ଏକ ବଡ ସଭା କରୁଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଲୋକସଭା ସାଂସଦ ମାଳବିକା ଦେବୀ, ରାଜ୍ୟସଭା ସାଂସଦ ସୁଜିତ କୁମାର ଏବଂ ଖରିଆର ବିଧାୟକ ଅଧିରାଜ ପାଣିଗ୍ରାହୀ ଯୋଗ ଦେଉଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ 1100 କୋଟି ଟଙ୍କାର 957 ଟି ପ୍ରକଳ୍ପର ଉଦଘାଟନ ତଥା ଭତ୍ତିପ୍ରସ୍ତର ସ୍ଥାପନ କରିବେ।

Curfew Imposed in Cuttack for 36 Hours Following Bhasani Clashes
Nuapada Byelection ନୂଆପଡା ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025
Latest News

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025

ବଡ଼ ରେକର୍ଡ କଲା ଟାଟା ସିଏରା: ୨୪ ଘଣ୍ଟା ମଧ୍ୟରେ ହେଲା ୭୦,୦୦୦ ରୁ ଅଧିକ ବୁକିଂ

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.